ନୃପଲାଲ୍‍ ସିଂହ

ଓଡ଼ିଆ ରାଜନୀତିଜ୍ଞ

ନୃପଲାଲ୍‍ ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ନୃପଲାଲ୍‍ ସିଂହ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀସମ୍ବଲପୁର ସଦର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳଇଉନାଇଟେଡ୍
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ନୃପଲାଲ୍‍ ସିଂହ ଇଉନାଇଟେଡ ପାର୍ଟିର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]

ଆଧାର ସମ୍ପାଦନା

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Nirupalal Singh". odishaassembly.nic.in. Odisha Assembly. Retrieved 20 November 2023.