ପଦ୍ମନାଭ ବେହେରା

ଓଡ଼ିଆ ରାଜନୀତିଜ୍ଞ

ପଦ୍ମନାଭ ବେହେରା (ଜନ୍ମ: ୧୬ ମାର୍ଚ୍ଚ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୧୯୯୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୮ ଓ ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ଫୁଲବାଣୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ପଦ୍ମନାଭ ବେହେରା
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀସଞ୍ଜୀବ କୁମାର ସାହୁ
ନିର୍ବାଚନ ମଣ୍ଡଳୀବୀରମହାରାଜପୁର
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀବିଷ୍ଣୁପ୍ରିୟା ବେହେରା
ପର ଅଧିକାରୀଦେବେନ୍ଦ୍ର କହଁର
ନିର୍ବାଚନ ମଣ୍ଡଳୀଫୁଲବାଣୀ
ସାଂସଦ: ୧୨ଶ, ୧୩ଶ ଲୋକ ସଭା
କାର୍ଯ୍ୟକାଳ
୧୯୯୮ – ୨୦୦୪
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଅଭିମନ୍ୟୁ ବେହେରା
ପର ଅଧିକାରୀଦାଶରଥୀ ବେହେରା
ନିର୍ବାଚନ ମଣ୍ଡଳୀଫୁଲବାଣୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1956-03-16) ୧୬ ମାର୍ଚ୍ଚ ୧୯୫୬ (ବୟସ ୬୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀବିଷ୍ଣୁପ୍ରିୟା ବେହେରା
ବାପା/ବୋଉକାର୍ତ୍ତିକ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ

ପଦ୍ମନାଭ ବେହେରା ୧୯୫୬ ମସିହାର ମାର୍ଚ୍ଚ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାର୍ତ୍ତିକ ବେହେରା ଓ ପତ୍ନୀଙ୍କ ନାମ ବିଷ୍ଣୁପ୍ରିୟା ବେହେରା ।[୧]

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ପଦ୍ମନାଭ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ ପଞ୍ଚମଥର କାର୍ଯ୍ୟ କରୁଛନ୍ତି । ଏତଦ୍‌ବ୍ୟତୀତ ୨୦୧୯ ମସିହାରୁ ସେ ପରିବହନ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ଫୁଲବାଣୀ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଫୁଲବାଣୀ ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ବୀରମହାରାଜପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବୀରମହାରାଜପୁର ବିଜୁ ଜନତା ଦଳ
୨୦୧୯ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ବୀରମହାରାଜପୁର ବିଜୁ ଜନତା ଦଳ

ଲୋକ ସଭା ସଭ୍ୟ ବିବରଣୀ ସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୮ ୧୯୯୯ ସଭ୍ୟ, ୧୨ଶ ଲୋକ ସଭା ଫୁଲବାଣୀ ବିଜୁ ଜନତା ଦଳ
୧୯୯୯ ୨୦୦୪ ସଭ୍ୟ, ୧୩ଶ ଲୋକ ସଭା ଫୁଲବାଣୀ ବିଜୁ ଜନତା ଦଳ

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Padmanabh Behera". odishaassembly.nic.in. Odisha Assembly. Retrieved 27 April 2021.

ବାହାର ଆଧାର ସମ୍ପାଦନ କରନ୍ତୁ

  •   ଉଇକିମିଡ଼ିଆ କମନ୍ସରେ Padmanabh Behera-ସମ୍ପର୍କିତ ମିଡ଼ିଆ