ପଦ୍ମନାଭ ରାୟ
ଓଡ଼ିଆ ରାଜନୀତିଜ୍ଞ
ପଦ୍ମନାଭ ରାୟ (ମୃତ୍ୟୁ: ୧୧ ଅକ୍ଟୋବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପଦ୍ମନାଭ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀନ ହେବାପରେ ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପଦ୍ମନାଭ ରାୟ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ବାଙ୍କ ବିହାରୀ ଦାସ |
ନିର୍ବାଚନ ମଣ୍ଡଳୀ | ବିଞ୍ଝାରପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ଅକ୍ଟୋବର ୧୧, ୧୯୮୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାପଦ୍ମନାଭ ରାୟ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]
ପରିବାର ଓ ଶିକ୍ଷା
ସମ୍ପାଦନାପଦ୍ମନାଭ ରାୟ ୧୯୮୩ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ୧୯୮୪ ମସିହାର ଫେବୃଆରୀ ମାସ ୨୨ ତାରିଖରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।