ପଦ ନାଏକ

ଓଡ଼ିଆ ରାଜନୀତିଜ୍ଞ

ପଦ ନାଏକ (୨୪ ଜାନୁଆରୀ ୧୯୨୪ - ୩ ନଭେମ୍ବର ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପଦ ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀନବଘନ ନାୟକ
ନିର୍ବାଚନ ମଣ୍ଡଳୀଛେଣ୍ଡିପଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-01-24)ଜାନୁଆରୀ ୨୪, ୧୯୨୪
ମୃତ୍ୟୁ୩ ନଭେମ୍ବର ୧୯୯୧(1991-11-03) (ବୟସ ୬୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଯମୁନା ଦେଇ
ବାପା/ବୋଉଉଚ୍ଛବ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପଦ ନାଏକ ୧୯୨୪ ମସିହାର ଜାନୁଆରୀ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଚ୍ଛବ ନାଏକ ଓ ପତ୍ନୀଙ୍କ ନାମ ଯମୁନା ଦେଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ ସମ୍ପାଦନା

ପଦ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ ସମ୍ପାଦନା

ପଦ ନାଏକ ୧୯୯୧ ମସିହାର ନଭେମ୍ବର ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Pada Naik". odishaassembly.nic.in. Odisha Assembly. Retrieved 9 July 2020.
  2. "BJP may push congo to 3rd slot in Chhendipada - OrissaPOST". Odisha News, Odisha Latest news, Odisha Daily - OrissaPOST. 21 March 2019. Retrieved 11 July 2020.