ପରଦେଶୀ ବାବୁ

୧୯୯୯ର ଓଡ଼ିଆ କଥାଚିତ୍ର

ପରଦେଶୀ ବାବୁ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଅମୀୟ ରଞ୍ଜନ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ ଏବଂ କାହାଣୀ ରଚନା କରିଥିଲେ ।[୩][୪] ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟି ସଂଳାପ ରଚନା କରିଥିଲେ । ହର ପଟ୍ଟନାୟକ କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୫]

ପରଦେଶୀ ବାବୁ
ନିର୍ଦ୍ଦେଶକହର ପଟ୍ଟନାୟକ
ପ୍ରଯୋଜକଅମୀୟ ରଞ୍ଜନ ପଟ୍ଟନାୟକ
ସଂଳାପସୁବୋଧ ପଟ୍ଟନାୟକ
ଚିତ୍ରନାଟ୍ୟହର ପଟ୍ଟନାୟକ
କାହାଣୀଅମୀୟ ରଞ୍ଜନ ପଟ୍ଟନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର
ରଚନା ବାନାର୍ଜୀ
ବିଜୟ ମହାନ୍ତି
ହର ପଟ୍ଟନାୟକ
ଜୟୀରାମ ସାମଲ
ସଙ୍ଗୀତଅଲ୍ଲାଉଦୀନ ଅଲ୍ଲୀ
ଚିତ୍ରଗ୍ରହଣଶାମ୍ବା ଶିବ ରାଓ
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୧୯୯୯
ଦେଶ ଭାରତ
ଭାଷାଓଡ଼ିଆ

ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ବିଜୟ ମହାନ୍ତି, ହର ପଟ୍ଟନାୟକ, ଜୟୀରାମ ସାମଲ, ବ୍ରଜ ସିଂହ, ଜସ୍ମିନ ତମନ୍ନା ତିଥି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଲ୍ଲାଉଦୀନ ଅଲ୍ଲୀ । ଦେବଦାସ ଛୋଟରାୟ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ନିବେଦିତା, ସୋନୁ ନିଗମ, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ ସମ୍ପାଦନା

କ୍ରମଗୀତସମୟ

ଆଧାର ସମ୍ପାଦନା

  1. "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
  3. "ଅମୀୟ ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ". OTV Khabar. 20 October 2018. Archived from the original on 9 September 2020. Retrieved 9 September 2020.
  4. "ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ଅମୀୟ ପଟ୍ଟନାୟକ". Kanak News. kanaknews.com. 19 October 2018. Retrieved 9 September 2020.
  5. Portal, Prerna News (12 October 2020). "ଆଜି ମନେ ପଡନ୍ତି ଅଭିନେତା, ଚିତ୍ରନାଟ୍ୟକାର ଓ ନିର୍ଦ୍ଦେଶକ ହର ପଟ୍ଟନାୟକ". ପ୍ରେରଣା (in Odia). Archived from the original on 6 December 2021. Retrieved 6 December 2021.{{cite news}}: CS1 maint: unrecognized language (link)
  6. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.

ବାହାର ଆଧାର ସମ୍ପାଦନା