ପାଗଳ କରିଚି ପାଉଁଜି ତୋର
ପାଗଳ କରୁଚି ପାଉଁଜି ତୋର, ୨୦୦୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ, ଯାହାକି ସାର୍ଥକ ମୁଭିଜ୍ ବ୍ୟାନରରେ ନିର୍ମିତ ହୋଇଥିଲା ।[୧] ବିଜୟ ମଲ୍ଲ ଏହି କଥାଚିତ୍ରଟିର କାହାଣୀ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ପାଗଳ କରିଚି ପାଉଁଜି ତୋର | |
---|---|
ନିର୍ଦ୍ଦେଶକ | ସଞ୍ଜୟ ନାୟକ |
ପ୍ରଯୋଜକ | ସୀତାରାମ ଅଗ୍ରୱାଲ |
ସଂଳାପ | ନିର୍ମଳ ନାୟକ |
ଚିତ୍ରନାଟ୍ୟ | ବିଜୟ ମଲ୍ଲ |
କାହାଣୀ | ବିଜୟ ମଲ୍ଲ |
କଳାକାର | ସବ୍ୟସାଚୀ ମିଶ୍ର, ଅର୍ଚ୍ଚିତା ସାହୁ, ବୁଦ୍ଧାଦିତ୍ୟ ମହାନ୍ତି, ପ୍ରଦ୍ୟୁମ୍ନ ଲେଙ୍କା, ଅନିତା ଦାସ, ଅପରାଜିତା ମହାନ୍ତି |
ସଙ୍ଗୀତ | ପ୍ରେମ ଆନନ୍ଦ |
ଚିତ୍ରଗ୍ରହଣ | ଏସ୍ ରଞ୍ଜନ |
ସମ୍ପାଦକ | ଶିବପ୍ରସାଦ ମହାନ୍ତି |
ମୁକ୍ତିଲାଭ ତାରିଖ | ୨୦୦୯ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସବ୍ୟସାଚୀ ମିଶ୍ର, ଅର୍ଚ୍ଚିତା ସାହୁ ଏବଂ ବୁଦ୍ଧାଦିତ୍ୟ ମହାନ୍ତି । ପ୍ରଦ୍ୟୁମ୍ନ ଲେଙ୍କା, ଅନିତା ଦାସ, ଅପରାଜିତା ମହାନ୍ତି, ସ୍ନିଗ୍ଧା ମହାନ୍ତି, ଉତ୍ତମ ମହାନ୍ତି, ଜୟୀରାମ ସାମଲ, ପପି ସନ୍ତୁକ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
ସମ୍ପାଦନାକାହାଣୀ
ସମ୍ପାଦନାଗୀତ ଏବଂ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ । ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ମହମଦ ଅଜିଜ୍, କରୁଣାକର, ଉଦିତ ନାରାୟଣ, ନିବେଦିତା, ସୁରେଶ ୱାଡ଼େକର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
ସମ୍ପାଦନାକ୍ରମ | ଗୀତ | ସମୟ |
---|---|---|
1. | "ସରିଗଲା ମିଛି ମିଛିକା କଣ୍ଢେଇ" | |
2. | "ରିମ୍ ଝିମ୍ ରିମ୍ ଝିମ୍ ବର୍ଷା" | |
3. | "ପାଉଁଜି ପାଦକୁ ସିନ୍ଦୂର ମଥାକୁ" | |
4. | "ମିଳିଗଲା ମୋତେ ମୋର" | |
5. | "ପାଗଳ କରିଚି ପାଉଁଜି ତୋର" | |
6. | "ବାପ ଘର ଝିଅ ଦି ଦିନ କୁଣିଆ" |
ଆଧାର
ସମ୍ପାଦନା- ↑ "ପୁଣି ସୁଶାନ୍ତଙ୍କ ସହ ସବ୍ୟସାଚୀ". ନିର୍ଭୟ. 16 September 2023. p. 10. Archived from the original on 16 September 2023. Retrieved 16 September 2023.
- ↑ "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 12 August 2020. Retrieved 2 September 2018.
{{cite news}}
: CS1 maint: unrecognized language (link) - ↑ "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
- ↑ "ଏହି ଓଲିଉଡ ନାୟିକାମାନଙ୍କର ପରଦା ଉପରେ କେହି ନାୟକ ନ ଥିଲେ". OdishaLIVE. 11 July 2018. Archived from the original on 13 August 2020. Retrieved 1 September 2018.
- ↑ "ବୁଦ୍ଧାଦିତ୍ୟଙ୍କ 'ଆସ୍ତିକ ନାସ୍ତିକ'". ନିର୍ଭୟ. 4 July 2022. p. 10. Archived from the original on 27 October 2022. Retrieved 27 October 2022.
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ପାଗଳ କରିଚି ପାଉଁଜି ତୋର