ପିପିଲି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ପିପିଲି (କ୍ରମିକ ସଂଖ୍ୟା: ୧୧୦) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପିପିଲି (ବି), ପିପିଲି ବ୍ଳକ ଓ ଡେଲାଙ୍ଗ ବ୍ଳକ ।[୨][୩]

ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୮,୭୩୯
ଜିଲ୍ଲା: ପୁରୀ
ଲୋକ ସଭା ନିର୍ବାଚନ ମଣ୍ଡଳୀ: ପୁରୀ
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ ମହାରଥୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯୁଧିଷ୍ଠିର ସାମନ୍ତରାୟଙ୍କଠାରୁ ୩୩୪୭୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ ମହାରଥୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯୁଧିଷ୍ଠିର ସାମନ୍ତରାୟଙ୍କଠାରୁ ୧୨,୫୦୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ପିପିଲି [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ପ୍ରଦୀପ ମହାରଥୀ ୭୪,୧୧୨ ୪୯.୧୪ -
କଂଗ୍ରେସ ଯୁଧିଷ୍ଠିର ସାମନ୍ତରାୟ ୬୧,୬୦୭ ୪୦.୮୫ -
ଭାଜପା ଅଜିତ ମଙ୍ଗରାଜ ୧୧,୧୩୮ ୭.୩୯ -
ସ୍ୱାଧୀନ ଶ୍ୟାମ ସୁନ୍ଦର ଛୋଟରାୟ ୧,୯୯୮ ୧.୩୨ -
ସିପିଆଇ(ମାଲେ) ଲିବରେସନ ଅଶୋକ ପ୍ରଧାନ ୧,୩୮୬ ୦.୯୨ -
ସପା ସୁଦର୍ଶନ ପ୍ରଧାନ ୫୬୮ ୦.୩୮ -
ଭୋଟ ବ୍ୟବଧାନ ୧୨,୫୦୫ ୮.୨୯* -
ମତଦାନ ହାର ୧,୫୦,୮୦୯ ୭୩.୪୩ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୫୧ରୁ ୨୦୧୯ ମଧ୍ୟରେ ମୋଟ ୧୬ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Pipili Assembly Election 2009, Orissa". empoweringindia.org. 2013. Retrieved 19 June 2013. Constituency: Pipili (110) District : Puri
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 12505
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 52-Pipli Constituency of ORISSA". eci.nic.in. 2006. Retrieved 19 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ ସମ୍ପାଦନା