ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର

ଓଡ଼ିଆ ରାଜନୀତିଜ୍ଞ

ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ । ପୀତାମ୍ବର ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପିତାମ୍ବର ଯାଜପୁର ପଶ୍ଚିମ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀବାଇଧର ସିଂହ
ନିର୍ବାଚନ ମଣ୍ଡଳୀପଶ୍ଚିମ ଯାଜପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର ସ୍ୱାଧୀନ ଭାରତ ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Pitambar Bhupati Harichandan Mohapatra". odishaassembly.nic.in. Odisha Assembly. Retrieved 13 November 2019.