ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର
ଓଡ଼ିଆ ରାଜନୀତିଜ୍ଞ
ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ । ପୀତାମ୍ବର ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପିତାମ୍ବର ଯାଜପୁର ପଶ୍ଚିମ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ବାଇଧର ସିଂହ |
ନିର୍ବାଚନ ମଣ୍ଡଳୀ | ପଶ୍ଚିମ ଯାଜପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାପୀତାମ୍ବର ଭୂପତି ହରିଚନ୍ଦନ ମହାପାତ୍ର ସ୍ୱାଧୀନ ଭାରତ ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Pitambar Bhupati Harichandan Mohapatra". odishaassembly.nic.in. Odisha Assembly. Retrieved 13 November 2019.