ପୂର୍ଣ୍ଣଚନ୍ଦ୍ର ନାୟକ

ଓଡ଼ିଆ ରାଜନୀତିଜ୍ଞ

ପୂର୍ଣ୍ଣଚନ୍ଦ୍ର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପୂର୍ଣ୍ଣଚନ୍ଦ୍ର ନାୟକ
Purna Chandra Nayak.jpg
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀକାଶୀନାଥ ମଲ୍ଲିକ
ପର ଅଧିକାରୀରମେଶ ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ ଭାବରେ କାର୍ଯ୍ୟ କରିଛନ୍ତି ।[୧]

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Purna Chandra Nayak". odishaassembly.nic.in. Odisha Assembly. Retrieved 29 April 2020.
  2. "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.{{cite news}}: CS1 maint: unrecognized language (link)