ପୂର୍ଣ୍ଣ ଚନ୍ଦ୍ର ମାଝି

ଓଡ଼ିଆ ରାଜନୀତିଜ୍ଞ

ପୂର୍ଣ୍ଣ ଚନ୍ଦ୍ର ମାଝି ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୮ ମସିହାରେ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ ନିର୍ବାଚନରେ ସେ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପୂର୍ଣ୍ଣ ଚନ୍ଦ୍ର ମାଝି
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା (ଉପ)
କାର୍ଯ୍ୟକାଳ
୧୬ ଅପ୍ରେଲ ୨୦୦୮ – ୨୦୦୯
ପୂର୍ବ ଅଧିକାରୀଅନନ୍ତରାମ ମାଝି
ପର ଅଧିକାରୀଝିନ ହିକକା
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉଅନନ୍ତରାମ ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପୂର୍ଣ୍ଣ ଚନ୍ଦ୍ର ମାଝିଙ୍କ ବାପାଙ୍କ ନାମ ଅନନ୍ତରାମ ମାଝି, ଯିଏକି ଜଣେ ବିଧାୟକ ଭାବରେ ଓଡ଼ିଶା ବିଧାନ ସଭାରେ କାର୍ଯ୍ୟ କରିଥିଲେ ।[୨]

ରାଜନୈତିକ ଜୀବନ ସମ୍ପାଦନା

ପୂର୍ଣ୍ଣ ଚନ୍ଦ୍ର ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]

ଆଧାର ସମ୍ପାଦନା

  1. "4 members of Gamang family in race". The New Indian Express. 10 March 2009. Retrieved 21 February 2022.
  2. ୨.୦ ୨.୧ "Shri Purna Chandra Majhi". odishaassembly.nic.in. Odisha Assembly. Retrieved 21 February 2022.