ପ୍ରକାଶ ଚନ୍ଦ୍ର ଦେବତା

ଓଡ଼ିଆ ରାଜନୀତିଜ୍ଞ

ପ୍ରକାଶ ଚନ୍ଦ୍ର ଦେବତା (ଜନ୍ମ: ୧୭ ମାର୍ଚ୍ଚ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର ଓ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୪, ୧୯୮୦, ୧୯୮୫, ୧୯୯୫ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମେଳଛାମୁଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୮ମ, ୯ମ, ୧୧ଶ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରକାଶ ଚନ୍ଦ୍ର ଦେବତା
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ନିର୍ବାଚନ ମଣ୍ଡଳୀମେଳଛାମୁଣ୍ଡା
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ନିର୍ବାଚନ ମଣ୍ଡଳୀମେଳଛାମୁଣ୍ଡା
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀମେଳଛାମୁଣ୍ଡା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1947-03-17) ୧୭ ମାର୍ଚ୍ଚ ୧୯୪୭ (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀସୁରେଶ୍ୱରୀ ଦେବତା
ବାପା/ବୋଉଚତୁର୍ଭୁଜ ଦେବତା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରକାଶ ଚନ୍ଦ୍ର ଦେବତା ୧୯୪୭ ମସିହାର ମାର୍ଚ୍ଚ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚତୁର୍ଭୁଜ ଦେବତା ଓ ପତ୍ନୀଙ୍କ ନାମ ସୁରେଶ୍ୱରୀ ଦେବତା ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରକାଶ ଚନ୍ଦ୍ର ଦେବତା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ୧୯୮୯ରୁ ୧୯୯୦ ପର୍ଯ୍ୟନ୍ତ ଏବଂ ୧୯୯୫ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ଭାରତୀୟ ଜାତୀୟ କଂଗ୍ରେସ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ଭାରତୀୟ ଜାତୀୟ କଂଗ୍ରେସ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ଭାରତୀୟ ଜାତୀୟ କଂଗ୍ରେସ

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Prakash Chandra Debata". odishaassembly.nic.in. Odisha Assembly. Retrieved 16 August 2022.