ପ୍ରକାଶ ସୋରେନ
ଓଡ଼ିଆ ରାଜନୀତିଜ୍ଞ
ପ୍ରକାଶ ସୋରେନ (ଜନ୍ମ: ୨୧ ଜାନୁଆରୀ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରକାଶ ସୋରେନ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ସାନନ୍ଦ ମାରାଣ୍ଡି |
ନିର୍ବାଚନ ମଣ୍ଡଳୀ | ବାରିପଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୧ ଜାନୁଆରୀ ୧୯୬୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ମୁନି ସୋରେନ |
ବାପା/ବୋଉ | ବିକ୍ରମ ସୋରେନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାପ୍ରକାଶ ସୋରେନ ୧୯୬୯ ମସିହାର ଜାନୁଆରୀ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିକ୍ରମ ସୋରେନ ଓ ପତ୍ନୀଙ୍କ ନାମ ମୁନି ସୋରେନ।[୧]
ରାଜନୈତିକ ଜୀବନ
ସମ୍ପାଦନାପ୍ରକାଶ ସୋରେନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Prakash Soren". odishaassembly.nic.in. Odisha Assembly. Retrieved 1 July 2022.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Prakash Soren-ସମ୍ପର୍କିତ ମିଡ଼ିଆ