ପ୍ରଣବ ବଳବନ୍ତରାୟ

ଓଡ଼ିଆ ରାଜନୀତିଜ୍ଞ
(ପ୍ରଣବ କୁମାର ବଳବନ୍ତରାୟରୁ ଲେଉଟି ଆସିଛି)

ପ୍ରଣବ କୁମାର ବଳବନ୍ତରାୟ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ପ୍ରଣବ କୁମାର ବଳବନ୍ତରାୟ
ବିଧାୟକ: ୧୫ଶ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୨୪
ପୂର୍ବ ଅଧିକାରୀକଳ୍ପତରୁ ଦାସ
ପର ଅଧିକାରୀହିମାଂଶୁ ଶେଖର ସାହୁ
ନିର୍ବାଚନ ମଣ୍ଡଳୀଧର୍ମଶାଳା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ପ୍ରଣବ ବଳବନ୍ତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରିଛନ୍ତି ।[]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୫,୬୦୯ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପାର୍ଥୀ ହିମାଂଶୁ ଶେଖର ସାହୁଙ୍କ ଠାରୁ ୪,୧୫୦ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[]

ମୃତ୍ୟୁ

ସମ୍ପାଦନା

ପ୍ରଣବ ୧୯୭୪ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[] ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।

  1. ୧.୦ ୧.୧ ୧.୨ "Shri Pranab Balabanta Ray". odishaassembly.nic.in. Odisha Assembly. Retrieved 3 December 2019.
  2. "General Election to Assembly Constituencies 2024: Dharmasala (Odisha)". Election Commission of India. Retrieved 3 July 2024.