ପ୍ରତାପ ନାରାୟଣ ସିଂହ ଦେଓ

ଓଡ଼ିଆ ରାଜନେତା

ପ୍ରତାପ ନାରାୟଣ ସିଂହ ଦେଓ (୮ ଅପ୍ରେଲ ୧୯୨୯ - ୧୨ ମଇ ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୬୯ ଜୟପୁର ଉପ-ନିର୍ବାଚନ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରତାପ ନାରାୟଣ ସିଂହ ଦେଓ
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୯ – ୧୯୭୩
ପୂର୍ବ ଅଧିକାରୀଏନ. ରାମଶସେୟା
ପର ଅଧିକାରୀରଘୁନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଜୟପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1929-04-08)୮ ଅପ୍ରେଲ ୧୯୨୯
ମୃତ୍ୟୁ୧୨ ମଇ ୧୯୯୪(1994-05-12) (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଲକ୍ଷୀ ଦେବୀ
ବାପା/ବୋଉବିଦ୍ୟାଧର ସିଂହ ଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରତାପ ନାରାୟଣ ସିଂହ ଦେଓ ୧୯୨୯ ମସିହାର ଅପ୍ରେଲ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଦ୍ୟାଧର ସିଂହ ଦେଓ ଓ ପତ୍ନୀଙ୍କ ନାମ ଲକ୍ଷୀ ଦେବୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରତାପ ନାରାୟଣ ସିଂହ ଦେଓ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ପ୍ରତାପ ନାରାୟଣ ସିଂହ ଦେଓ ୧୯୯୪ ମସିହାର ମଇ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Pratap Narayan Singh Deo". odishaassembly.nic.in. Odisha Assembly. Retrieved 18 March 2022.