ପ୍ରଦୀପ ହୋତା

ଓଡ଼ିଆ ରାଜନୀତିଜ୍ଞ

ପ୍ରଦୀପ ହୋତା (୧୬ ଜୁନ ୧୯୫୦ - ୨୫ ଫେବୃଆରୀ ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିନିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରଦୀପ ହୋତା
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ନିର୍ବାଚନ ମଣ୍ଡଳୀବିନିକା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1950-06-16)୧୬ ଜୁନ ୧୯୫୦
ମୃତ୍ୟୁ୨୫ ଫେବୃଆରୀ ୨୦୧୩(2013-02-25) (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁବାସିନି ହୋତା
ବାପା/ବୋଉମୂରଲୀଧର ହୋତା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରଦୀପ ହୋତା ୧୯୫୦ ମସିହାର ଜୁନ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୂରଲୀଧର ହୋତା ଓ ପତ୍ନୀଙ୍କ ନାମ ସୁବାସିନି ହୋତା ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରଦୀପ ହୋତା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ପ୍ରଦୀପ ହୋତା ୨୦୧୩ ମସିହାର ଫେବୃଆରୀ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Pradip Hota". odishaassembly.nic.in. Odisha Assembly. Retrieved 16 September 2022.