ପ୍ରଦ୍ୟୁମ୍ନ କୁମାର ନାୟକ
ଓଡ଼ିଆ ରାଜନୀତିଜ୍ଞ
ପ୍ରଦ୍ୟୁମ୍ନ କୁମାର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରଦ୍ୟୁମ୍ନ କୁମାର ନାୟକ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ବିକ୍ରମ କେଶରୀ ଆରୁଖ |
ନିର୍ବାଚନ ମଣ୍ଡଳୀ | ଭଞ୍ଜନଗର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୩,୮୨୨ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ବିକ୍ରମ କେଶରୀ ଆରୁଖଙ୍କୁ ୧୬,୩୨୪ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
ସମ୍ପାଦନା- ↑ "General Election to Assembly Constituencies 2024: Bhanjanagar (Odisha)". Election Commission of India. Retrieved 27 June 2024.