ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ
ଓଡ଼ିଆ ରାଜନୀତିଜ୍ଞ
ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ସାଲୁଗା ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଘୁ. ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୩,୫୩୦ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ମାନଗୋବିନ୍ଦ ପ୍ରଧାନଙ୍କୁ ୭,୮୫୭ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
ସମ୍ପାଦନା- ↑ "General Election to G. Udayagiri (Odisha)". Election Commission of India. Retrieved 11 June 2024.