ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀସାଲୁଗା ପ୍ରଧାନ
ନିର୍ବାଚନ ମଣ୍ଡଳୀଘୁ. ଉଦୟଗିରି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୩,୫୩୦ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ମାନଗୋବିନ୍ଦ ପ୍ରଧାନଙ୍କୁ ୭,୮୫୭ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

  1. "General Election to G. Udayagiri (Odisha)". Election Commission of India. Retrieved 11 June 2024.