ପ୍ରଭୁ ଜାନି

ଓଡ଼ିଆ ରାଜନୀତିଜ୍ଞ

ପ୍ରଭୁ ଜାନି (ଜନ୍ମ: ୨୦ ଅପ୍ରେଲ ୧୯୮୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରଭୁ ଜାନି
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀକୈଳାଶ ଚନ୍ଦ୍ର କୁଳେଶିକା
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1985-04-20) ୨୦ ଅପ୍ରେଲ ୧୯୮୫ (ବୟସ ୩୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀପୂର୍ଣ୍ଣିମା ଜାନି
ସନ୍ତାନ
ବାପା/ବୋଉଜିତୁ ଜାନି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରଭୁ ଜାନି ୧୯୮୫ ମସିହାର ଅପ୍ରେଲ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜିତୁ ଜାନି ଓ ପତ୍ନୀଙ୍କ ନାମ ପୂର୍ଣ୍ଣିମା ଜାନି ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରଭୁ ଜାନି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Prabhu Jani". odishaassembly.nic.in. Odisha Assembly. Retrieved 14 February 2022.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Prabhu Jani-ସମ୍ପର୍କିତ ମିଡ଼ିଆ