ପ୍ରସକା ଶ୍ରୀପତି

ଓଡ଼ିଆ ରାଜନେତା

ପ୍ରସକା ଶ୍ରୀପତି (୧ ଜୁଲାଇ ୧୯୪୩ – ୨୦ ଅଗଷ୍ଟ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଷମ କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରସକା ଶ୍ରୀପତି
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀବିଶ୍ୱନାଥ ଚୌଧୁରୀ
ପର ଅଧିକାରୀଡମ୍ବରୁଧର ଉଲାକା
ନିର୍ବାଚନ ମଣ୍ଡଳୀବିଷମ କଟକ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1943-07-01)୧ ଜୁଲାଇ ୧୯୪୩
ମୃତ୍ୟୁ୨୦ ଅଗଷ୍ଟ ୧୯୮୩(1983-08-20) (ବୟସ ୪୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀପ୍ରାସକା ଅଳକା
ସନ୍ତାନ
ବାପା/ବୋଉପ୍ରାସକା ମୁଗୁରି
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରସକା ଶ୍ରୀପତି ୧୯୪୧ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରାସକା ମୁଗୁରି ଓ ପତ୍ନୀଙ୍କ ନାମ ପ୍ରାସକା ଅଳକା ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରସକା ଶ୍ରୀପତି ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ପ୍ରସକା ଶ୍ରୀପତି ୧୯୮୩ ମସିହାର ଅଗଷ୍ଟ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Praska Sreepathi". odishaassembly.nic.in. Odisha Assembly. Retrieved 9 February 2022.