ପ୍ରସନ୍ନ ପଟ୍ଟନାୟକ

ଓଡ଼ିଆ ରାଜନୀତିଜ୍ଞ

ପ୍ରସନ୍ନ ପଟ୍ଟନାୟକ (ଜନ୍ମ: ୧ ଜୁନ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରସନ୍ନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୭୭, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କାମାକ୍ଷାନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ୯ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପ୍ରସନ୍ନ ପଟ୍ଟନାୟକ
ବିଧାୟକ: ୯ମ, ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀକୈଳାଶ ଚନ୍ଦ୍ର ମହାପାତ୍ର
ପର ଅଧିକାରୀକୈଳାଶ ଚନ୍ଦ୍ର ମହାପାତ୍ର
ନିର୍ବାଚନ ମଣ୍ଡଳୀକାମାକ୍ଷାନଗର
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀବ୍ରହ୍ମାନନ୍ଦ ବିଶ୍ୱାଳ
ପର ଅଧିକାରୀକୈଳାଶ ଚନ୍ଦ୍ର ମହାପାତ୍ର
ନିର୍ବାଚନ ମଣ୍ଡଳୀକାମାକ୍ଷାନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1948-06-01)୧ ଜୁନ ୧୯୪୮
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ, ଭାରତୀୟ ଜନତା ପାର୍ଟି
ଜୀବନ ସାଥୀନଳୀନିପ୍ରଭା ପଟ୍ଟନାୟକ
ବାପା/ବୋଉନାରାୟଣ ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ପ୍ରସନ୍ନ ୧୯୪୮ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ପଟ୍ଟନାୟକ ଓ ପତ୍ନୀଙ୍କ ନାମ ନଳୀନିପ୍ରଭା ପଟ୍ଟନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ପ୍ରସନ୍ନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳ ଓ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ଜନତା ପାର୍ଟି
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ଭାରତୀୟ ଜନତା ପାର୍ଟି
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା କାମାକ୍ଷାନଗର ଜନତା ଦଳ

ଆଧାର ସମ୍ପାଦନା

  1. "Shri Prasanna Patanayak". odishaassembly.nic.in. Odisha Assembly. Retrieved 29 July 2020.