ପ୍ରେମ ଋତୁ ଆସିଲାରେ

୨୦୦୬ର ଓଡ଼ିଆ କଥାଚିତ୍ର

'ବ୍ରଜରାଜ ମୁଭିଜ୍'ର ବ୍ୟାନରରେ, ସୁଧାଂଶୁ ସାହୁଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆଚଳଚ୍ଚିତ୍ର ପ୍ରେମ ଋତୁ ଆସିଲାରେ [୧] ୨୦୦୬ ମସିହାରେ ମୁକ୍ତିଲାଭ କରିଥିଲା । ବସନ୍ତ ନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ।[୨]

ପ୍ରେମ ଋତୁ ଆସିଲାରେ
ନିର୍ଦ୍ଦେଶକସୁଧାଂଶୁ ସାହୁ
ପ୍ରଯୋଜକବସନ୍ତ ନାୟକ
ସଂଳାପ(ସଂଳାପ): ରଣଜିତ ପଟ୍ଟନାୟକ
ଚିତ୍ରନାଟ୍ୟସୁଧାଂଶୁ ସାହୁ
କାହାଣୀସଞ୍ଜୟ ନାୟକ, ବିଜୟ କୁମାର ନାୟକ
କଳାକାରଅରିନ୍ଦମ ରାୟ, ନମ୍ରତା ଥାପା, ପିଣ୍ଟୁ ନନ୍ଦ, ସିଦ୍ଧାନ୍ତ ମହାପାତ୍ର, ଅପରାଜିତା ମହାନ୍ତି
ସଙ୍ଗୀତସ୍ୱରୂପ ନାୟକ
ମୁକ୍ତିଲାଭ ତାରିଖ
୧୮ ଜୁନ ୨୦୦୬
ଦେଶ ଭାରତ
ଭାଷାଓଡ଼ିଆ

ଅଭିନୟରେ ସମ୍ପାଦନା

ଗୀତ ଓ ସଙ୍ଗୀତ ସମ୍ପାଦନା

ଗୀତିକାର:ସ୍ୱରୂପ ନାୟକ

ଆଧାର ସମ୍ପାଦନା

  1. ଇଣ୍ଟରନେଟ ମୁଭି ଡାଟାବେସରେ ପ୍ରେମ ଋତୁ ଆସିଲାରେ
  2. "ଚଳଚ୍ଚିତ୍ର ନିର୍ମାତା ବସନ୍ତ ନାୟକଙ୍କ ପରଲୋକ : ଓଡ଼ିଆ ସିନେ ଜଗତରେ ଶୋକର ଛାୟା | Rourkela | Rajgangpur | Kansbahal | Bonai of India". www.rourkelacity.com. Archived from the original on 27 December 2017. Retrieved 24 August 2018.
  3. "ଏହି ନାୟିକାମାନଙ୍କ ସହ ପ୍ରଥମ ସିନେମାରେ ଅରିନ୍ଦମ୍ ବନାଇଥିଲେ ହିଟ୍ ଯୋଡି | Sambad". Sambad. 1 September 2018. Archived from the original on 4 September 2018. Retrieved 1 September 2018.
  4. "ଓଲିଉଡରେ ଏଥିଲାଗି ବି ଚର୍ଚ୍ଚିତା ହୋଇଥିଲେ ନମ୍ରତା ଥାପ୍ପା". sambad.in. 31 March 2018. Retrieved 2 April 2018.
  5. "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
  6. "ଲେଉଟିଲେ ନମ୍ରତା , ଯାହାଙ୍କ ପାଇଁ ବସୁଧା ଚିରି ଆସିଲେ ନାୟକ". Sambad (in Odia). Odisha. 16 January 2019. Archived from the original on 27 October 2022. Retrieved 22 January 2019.{{cite news}}: CS1 maint: unrecognized language (link)
  7. "ଦୁଇଟିରେ ଅନୁଭବଙ୍କ ସାଥ୍ ପାଇଛନ୍ତି ନମ୍ରତା". ନିର୍ଭୟ. 29 August 2022. p. 10. Archived from the original on 25 September 2023. Retrieved 25 September 2023.
  8. "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
  9. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  10. "ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସଙ୍କ ଦେହାନ୍ତ". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 13 September 2020. Archived from the original on 14 September 2020. Retrieved 14 September 2020.{{cite news}}: CS1 maint: unrecognized language (link)

ବାହାର ଆଧାର ସମ୍ପାଦନା