ପ୍ରେମ ଋତୁ ଆସିଲାରେ
୨୦୦୬ର ଓଡ଼ିଆ କଥାଚିତ୍ର
'ବ୍ରଜରାଜ ମୁଭିଜ୍'ର ବ୍ୟାନରରେ, ସୁଧାଂଶୁ ସାହୁଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆଚଳଚ୍ଚିତ୍ର ପ୍ରେମ ଋତୁ ଆସିଲାରେ [୧] ୨୦୦୬ ମସିହାରେ ମୁକ୍ତିଲାଭ କରିଥିଲା । ବସନ୍ତ ନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ।[୨]
ପ୍ରେମ ଋତୁ ଆସିଲାରେ | |
---|---|
ନିର୍ଦ୍ଦେଶକ | ସୁଧାଂଶୁ ସାହୁ |
ପ୍ରଯୋଜକ | ବସନ୍ତ ନାୟକ |
ସଂଳାପ | (ସଂଳାପ): ରଣଜିତ ପଟ୍ଟନାୟକ |
ଚିତ୍ରନାଟ୍ୟ | ସୁଧାଂଶୁ ସାହୁ |
କାହାଣୀ | ସଞ୍ଜୟ ନାୟକ, ବିଜୟ କୁମାର ନାୟକ |
କଳାକାର | ଅରିନ୍ଦମ ରାୟ, ନମ୍ରତା ଥାପା, ପିଣ୍ଟୁ ନନ୍ଦ, ସିଦ୍ଧାନ୍ତ ମହାପାତ୍ର, ଅପରାଜିତା ମହାନ୍ତି |
ସଙ୍ଗୀତ | ସ୍ୱରୂପ ନାୟକ |
ମୁକ୍ତିଲାଭ ତାରିଖ | ୧୮ ଜୁନ ୨୦୦୬ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଅଭିନୟରେ
ସମ୍ପାଦନାଗୀତ ଓ ସଙ୍ଗୀତ
ସମ୍ପାଦନାଗୀତିକାର:ସ୍ୱରୂପ ନାୟକ
ଆଧାର
ସମ୍ପାଦନା- ↑ ଇଣ୍ଟରନେଟ ମୁଭି ଡାଟାବେସରେ ପ୍ରେମ ଋତୁ ଆସିଲାରେ
- ↑ "ଚଳଚ୍ଚିତ୍ର ନିର୍ମାତା ବସନ୍ତ ନାୟକଙ୍କ ପରଲୋକ : ଓଡ଼ିଆ ସିନେ ଜଗତରେ ଶୋକର ଛାୟା | Rourkela | Rajgangpur | Kansbahal | Bonai of India". www.rourkelacity.com. Archived from the original on 27 December 2017. Retrieved 24 August 2018.
- ↑ "ଏହି ନାୟିକାମାନଙ୍କ ସହ ପ୍ରଥମ ସିନେମାରେ ଅରିନ୍ଦମ୍ ବନାଇଥିଲେ ହିଟ୍ ଯୋଡି | Sambad". Sambad. 1 September 2018. Archived from the original on 4 September 2018. Retrieved 1 September 2018.
- ↑ "ଓଲିଉଡରେ ଏଥିଲାଗି ବି ଚର୍ଚ୍ଚିତା ହୋଇଥିଲେ ନମ୍ରତା ଥାପ୍ପା". sambad.in. 31 March 2018. Retrieved 2 April 2018.
- ↑ "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
- ↑ "ଲେଉଟିଲେ ନମ୍ରତା , ଯାହାଙ୍କ ପାଇଁ ବସୁଧା ଚିରି ଆସିଲେ ନାୟକ". Sambad (in Odia). Odisha. 16 January 2019. Archived from the original on 27 October 2022. Retrieved 22 January 2019.
{{cite news}}
: CS1 maint: unrecognized language (link) - ↑ "ଦୁଇଟିରେ ଅନୁଭବଙ୍କ ସାଥ୍ ପାଇଛନ୍ତି ନମ୍ରତା". ନିର୍ଭୟ. 29 August 2022. p. 10. Archived from the original on 25 September 2023. Retrieved 25 September 2023.
- ↑ "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ "ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସଙ୍କ ଦେହାନ୍ତ". ସମ୍ବାଦ (in ଓଡ଼ିଆ). ଭୁବନେଶ୍ୱର: sambad.in. 13 September 2020. Archived from the original on 14 September 2020. Retrieved 14 September 2020.
{{cite news}}
: CS1 maint: unrecognized language (link)