ବରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ବରୀ (କ୍ରମିକ ସଂଖ୍ୟା: ୪୯) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରୀ ବ୍ଳକ, ରସୁଲପୁର ବ୍ଳକର କିଛି ଅଞ୍ଚଳ ଓ ଯାଜପୁର ବ୍ଳକର କିଛି ଅଞ୍ଚଳ ।[୨][୩]

ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୯୨,୧୧୨
ଜିଲ୍ଲା: ଯାଜପୁର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଯାଜପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବାଶିଷ ନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିଶ୍ୱରଞ୍ଜନ ମଲ୍ଲିକଙ୍କଠାରୁ ୭୧୭୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବାଶିଷ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନବକିଶୋର ସାମଲଙ୍କଠାରୁ ୧୧,୭୬୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ବରୀ [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ଦେବାଶିଷ ନାୟକ ୫୫,୮୪୨ ୫୧.୨୩ -
କଂଗ୍ରେସ ନବ କିଶୋର ସାମଲ ୪୪,୦୭୫ ୪୦.୪୩ -
ଭାଜପା ଜଗନ୍ନାଥ ପ୍ରସାଦ ସାମଲ ୬,୮୮୮ ୬.୩୨ -
ସମୃଦ୍ଧ ଓଡ଼ିଶା ମନୋରଞ୍ଜନ ଜେନା ୮୪୧ ୦.୭୭ -
ବସପା ରୋହିତ କୁମାର ମଲ୍ଲିକ ୭୪୧ ୦.୬୮ -
ସପା ଅଶୋକ କୁମାର ମହାନ୍ତି ୬୧୮ ୦.୫୭ -
ଭୋଟ ବ୍ୟବଧାନ ୧୧,୭୬୭ ୧୦.୭୯* -
ମତଦାନ ହାର ୧,୦୯,୦୫୨ ୫୮.୮୭ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୭୪ରୁ ୨୦୧୪ ମଧ୍ୟରେ ମୋଟ ୧୦ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ବରୀ-ଡେରାବିଶ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ବିଧାୟକ ଗଣ ସମ୍ପାଦନା

ଆଧାର ସମ୍ପାଦନା

  1. "Bari Assembly Election 2009, Orissa". empoweringindia.org. Retrieved 7 June 2013. Constituency: Bari (49) District : Jajpur
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 11767
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 28-Bari-Derabisi Constituency of ORISSA". eci.nic.in. 2006. Retrieved 7 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ ସମ୍ପାଦନା