ବସ୍ତା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ବସ୍ତା (କ୍ରମିକ ସଂଖ୍ୟା: ୩୭) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିଆପାଳ ବ୍ଳକ ଓ ବସ୍ତା ବ୍ଳକର କିଛି ଅଞ୍ଚଳ ।[୨][୩]

ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୨,୭୬୬
ଜିଲ୍ଲା: ବାଲେଶ୍ୱର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବାଲେଶ୍ୱର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ: 11
ବିଜ୍ଞାପିତ ଅଞ୍ଚଳ ପରିଷଦ: 0
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ନିତ୍ୟାନନ୍ଦ ସାହୁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜୟନାରାୟଣ ମହାନ୍ତିଙ୍କଠାରୁ ୬୪୩୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁନାଥ ମହାନ୍ତି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜୟନାରାୟଣ ମହାନ୍ତିଙ୍କଠାରୁ ୯,୫୩୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ବସ୍ତା [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ରଘୁନାଥ ମହାନ୍ତି ୭୪,୪୭୨ ୫୦.୬୮ -
କଂଗ୍ରେସ ଜୟନାରାୟଣ ମହାନ୍ତି ୬୪,୯୪୨ ୪୪.୨୦ -
ଭାଜପା ଅରବିନ୍ଦ ବେହେରା ୪,୭୧୩ ୩.୨୧ -
ସ୍ୱାଧୀନ ଯୁଧିଷ୍ଠିର ଜେନା ୯୮୭ ୦.୬୭ -
ଝାମୁମୋ କମଳ ଲୋଚନ ବାରିକ ୭୯୭ ୦.୫୪ -
ଜନ ହିତକାରୀ ପାର୍ଟି ରମେଶ ସ୍ୱାଇଁ ୫୨୩ ୦.୩୬ -
ବସପା ସଦାଶିବ ସେଠୀ ୪୯୮ ୦.୩୪ -
ଭୋଟ ବ୍ୟବଧାନ ୯୫୩୦ ୬.୪୯* -
ମତଦାନ ହାର ୧,୪୬,୯୩୩ ୭୭.୧୮ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Basta Assembly Election 2009, Orissa". empoweringindia.org. Retrieved 6 June 2013. Constituency: Basta (37) District : Balasore
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 9530
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 13-Basta Constituency of ORISSA". eci.nic.in. 2006. Retrieved 6 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf