ବାଜି

୨୦୦୧ର ଓଡ଼ିଆ କଥାଚିତ୍ର

ବାଜି, ୨୦୦୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନମିତା ଦାସ ଏବଂ ସସ୍ମିତା ଦାସ । ବିଜୟ ମଲ୍ଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର କାହାଣୀ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ବାଜି
ନିର୍ଦ୍ଦେଶକଅଶୋକ ପତି
ପ୍ରଯୋଜକନମିତା ଦାସ, ସସ୍ମିତା ଦାସ
ସଂଳାପବିଜୟ ମଲ୍ଲ
ଚିତ୍ରନାଟ୍ୟଅଶୋକ ପତି
କାହାଣୀଅଶୋକ ପତି
କଳାକାରସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ବର୍ଷା ପ୍ରିୟଦର୍ଶିନୀ, ଶ୍ରୀତମ ଦାସ, ବିଜୟ ମହାନ୍ତି, ମିହିର ଦାସ, ଅନିତା ଦାସ
ସଙ୍ଗୀତମଳୟ ମିଶ୍ର
ଚିତ୍ରଗ୍ରହଣଶାମ୍ବା ଶିବ ରାଓ
ସମ୍ପାଦକଚନ୍ଦ୍ରଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୦୦୫
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ବର୍ଷା ପ୍ରିୟଦର୍ଶିନୀ, ଶ୍ରୀତମ ଦାସ । ବିଜୟ ମହାନ୍ତି, ମିହିର ଦାସ, ଅନିତ ଦାସ, ଉତ୍ତମ ମହାନ୍ତି, ଅଶ୍ରୁମୋଚନ ମହାନ୍ତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରରେ ପ୍ରଥମେ ସିଦ୍ଧାନ୍ତ ସହ ଅନୁଭବ ମହାନ୍ତିଙ୍କୁ ଚୟନ କରାଯାଇଥିଲା, ମାତ୍ର ଅନୁଭବଙ୍କ ହାତରେ ସମୟ ନଥିବାରୁ ପରେ ଶ୍ରୀତମଙ୍କୁ ନିଆଯାଇଥିଲା ।[୧]

ଅଭିନୟସମ୍ପାଦନ କରନ୍ତୁ

କାହାଣୀସମ୍ପାଦନ କରନ୍ତୁ

ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ରଦେବଦାସ ଛୋଟରାୟ, ନିମାଇଁ ମହାନ୍ତି ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ମହ‌ମଦ ଅଜିଜ୍, ଇରା ମହାନ୍ତି, ଉଦିତ ନାରାୟଣ, ନିଜାମ୍ ଶିବା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତସମ୍ପାଦନ କରନ୍ତୁ

କ୍ରମଗୀତସମୟ
1."ଆଖିରେ ତୋର ଶାମୁକା" 
2."ଛମ୍ ଛମ୍ କ‌ହେ ତୁମ" 
3."ଡାକରା ଆସିଛି ଆଜି" 
4."ଦୁନିଆ ଆମ ଦୁନିଆ" 
5."ଏମିତି ଏକ ଚେହେରା" 
6."ସେଇ ଚିହ୍ନା ମୁହଁ" 

ଆଧାରସମ୍ପାଦନ କରନ୍ତୁ

  1. "'ବାଜି' ମାରିନେଇଥିଲେ ଶ୍ରୀତମ୍‌ | Sambad". Sambad. 28 November 2018. Archived from the original on 2 December 2018. Retrieved 2 December 2018.
  2. "ଏ ବର୍ଷ ଗୋଟିଏ ସିନେମାରେ ବର୍ଷା ପ୍ରିୟଦର୍ଶିନୀ | Sambad". Sambad. 15 October 2017. Archived from the original on 2 September 2018. Retrieved 2 September 2018.

ବାହାର ଆଧାରସମ୍ପାଦନ କରନ୍ତୁ

  • ବାଜି ଇଣ୍ଟରନେଟ ମୁଭି ଡାଟାବେସରେ