ବାସନ୍ତି ହେମ୍ବ୍ରମ
ଓଡ଼ିଆ ରାଜନୀତିଜ୍ଞ
ବାସନ୍ତି ହେମ୍ବ୍ରମ ଜଣେ ଓଡ଼ିଆ ରାଜନୀତିଜ୍ଞା । ବାସନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ବାସନ୍ତି ହେମ୍ବ୍ରମ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ବିଜୟ କୁମାର ନାୟକ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାବାସନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ବାସନ୍ତି ହେମ୍ବ୍ରମ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରୁଛନ୍ତି ।
ଆଧାର
ସମ୍ପାଦନା- ↑ "Shri Basanti Hembram". odishaassembly.nic.in. Odisha Assembly. Retrieved 11 September 2019.