ବାସୁଦେବ ମାଝି
ଓଡ଼ିଆ ରାଜନୀତିଜ୍ଞ
ବାସୁଦେବ ମାଝି (୧୭ ଜୁଲାଇ ୧୯୪୭ - ୨୪ ମଇ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭, ୧୯୮୦, ୧୯୮୫, ୧୯୯୫, ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ, ୮ମ, ୯ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବାସୁଦେବ ମାଝି | |
---|---|
ବିଧାୟକ: ୧୧ଶ, ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୧୪ | |
ପୂର୍ବ ଅଧିକାରୀ | ସଦନ ନାଏକ |
ପର ଅଧିକାରୀ | ଚନ୍ଦ୍ରଶେଖର ମାଝି |
ନିର୍ବାଚନ ମଣ୍ଡଳୀ | କୋଟପାଡ଼ |
ବିଧାୟକ: ୬ଷ୍ଠ, ୭ମ, ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୯୦ | |
ପୂର୍ବ ଅଧିକାରୀ | ଧନସାୟୀ ରଣଧୀର |
ପର ଅଧିକାରୀ | ସଦନ ନାଏକ |
ନିର୍ବାଚନ ମଣ୍ଡଳୀ | କୋଟପାଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୭ ଜୁଲାଇ ୧୯୪୭ |
ମୃତ୍ୟୁ | ୨୪ ମଇ ୨୦୧୪ | (ବୟସ ୬୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ) |
ଜୀବନ ସାଥୀ | ଲୀଳାବତି ମାଝି |
ବାପା/ବୋଉ | ଇଶ୍ୱର ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାବାସୁଦେବ ମାଝି ୧୯୪୭ ମସିହାର ଜୁଲାଇ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଇଶ୍ୱର ମାଝି ଓ ପତ୍ନୀଙ୍କ ନାମ ଲୀଳାବତି ମାଝି।[୧]
ରାଜନୈତିକ ଜୀବନ
ସମ୍ପାଦନାବାସୁଦେବ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୮ ଥର କାର୍ଯ୍ୟ କରିଥିଲେ ।[୩]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | କୋଟପାଡ଼ | କଂଗ୍ରେସ (ଇ) |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | କୋଟପାଡ଼ | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
ସମ୍ପାଦନାବାସୁଦେବ ମାଝି ୨୦୧୪ ମସିହାର ମଇ ୨୪ ମୃତ୍ୟୁବରଣ କରିଥିଲେ ।[୪] ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ "Shri Basudev Majhi". odishaassembly.nic.in. Odisha Assembly. Retrieved 7 March 2022.
- ↑ "Senior Congress leader and former Odisha MLA Basudev Majhi passes away at 67". Hindustan Times (in ଇଂରାଜୀ). 2014-05-25. Retrieved 2022-03-08.
- ↑ May 25, PTI / Updated:; 2014; Ist, 17:53. "Basudev Majhi, former Odisha MLA, dies in Bhubaneshwar | Bhubaneswar News - Times of India". The Times of India (in ଇଂରାଜୀ). Retrieved 2022-03-08.
{{cite web}}
:|last2=
has numeric name (help)CS1 maint: extra punctuation (link) CS1 maint: numeric names: authors list (link) - ↑ "Former Odisha MLA Basudev Majhi Passes Away". The New Indian Express. Retrieved 2022-03-08.