ବାହାଦୁର ସୟଦ ଅହମଦ ବକ୍ସି ଖାଁ
ଓଡ଼ିଆ ରାଜନୀତିଜ୍ଞ
ବାହାଦୁର ସୟଦ ଅହମଦ ବକ୍ସି ଖାଁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୩୭ ମସିହାରେ ଗଠିତ ହୋଇଥିବା ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।[୧][୨]
ବାହାଦୁର ସୟଦ ଅହମଦ ବକ୍ସି ଖାଁ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | କଟକ ସଦର (ଉପ) |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାବାହାଦୁର ସୟଦ ଅହମଦ ବକ୍ସି ଖାଁ ଜଣେ ନିର୍ଦ୍ଦଳୀୟ ରାଜନେତା ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Bahadur Saiyid Ahmad Baksi Khan". odishaassembly.nic.in. Odisha Assembly. Retrieved 27 October 2023.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link)