ବିଜେପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନମଣ୍ଡଳୀ

ବିଜେପୁର (କ୍ରମିକ ସଂଖ୍ୟା: ୨) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ୧୯୬୧ରୁ ୨୦୧୪ ମଧ୍ୟରେ ମୋଟ ୧୩ ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଗତ ୨୦୧୪ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ସୁବଳ ସାହୁ ତାଙ୍କର ନିକଟତମ ବିଜୁ ଜନତା ଦଳ ପ୍ରାର୍ଥୀଙ୍କୁ ୪୫୮ ଭୋଟରେ ପରାସ୍ତ କରିଥିଲେ । [୧] କିନ୍ତୁ, ସୁବଳ ସାହୁଙ୍କ ମୃତ୍ୟୁ ପରେ, ୨୦୧୮ ଉପ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ରୀତା ସାହୁ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶୋକ କୁମାର ପାଣିଗ୍ରାହୀଙ୍କୁ ୪୧,୯୩୩ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । [୨]

ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା:
ଜିଲ୍ଲା: ବରଗଡ଼
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବରଗଡ଼
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:


ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରପାଲି (ବି), ବିଜେପୁର ବ୍ଲକ, ଗାଇସିଲଟ ବ୍ଳକ ଓ ବରପାଲି ବ୍ଳକର କିଛି ଅଂଶ ।

ନିର୍ବାଚିତ ବିଧାୟକ ସମ୍ପାଦନା

ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୩]

ଆଧାର ସମ୍ପାଦନା

  1. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  2. http://sambad.in/state/bjd-wins-in-bijepur-93186/
  3. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ ସମ୍ପାଦନା