ବିଜୟ କୁମାର ନାୟକ

ବିଜୁ ଜନତା ଦଳ ରାଜନୀତିଜ୍ଞ

ବିଜୟ କୁମାର ନାୟକ (ଜନ୍ମ: ୨୫ ମଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ବିଜୟ କୁମାର ନାୟକ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ପୂର୍ବ ଅଧିକାରୀଅଜିତ ହେମ୍ବ୍ରମ
ପର ଅଧିକାରୀବାସନ୍ତି ହେମ୍ବ୍ରମ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1973-05-25) ୨୫ ମଇ ୧୯୭୩ (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଭାଗ୍ୟବତୀ ନାୟକ
ସନ୍ତାନ୧ ଝିଅ
ବାପା/ବୋଉମଣିଆ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ବିଜୟ କୁମାର ନାୟକ ୧୯୭୩ ମସିହାର ମଇ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଣିଆ ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ଭାଗ୍ୟବତୀ ନାୟକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Bijay Kumar Nayak". odishaassembly.nic.in. Odisha Assembly. Retrieved 10 September 2019.