ବିଜୟ କୁମାର ମହାନ୍ତି

ଓଡ଼ିଆ ରାଜନୀତିଜ୍ଞ

ବିଜୟ କୁମାର ମହାନ୍ତି (ଜନ୍ମ: ୩ ଅକ୍ଟୋବର ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବିଜୟ କୁମାର ମହାନ୍ତି
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୯
ପର ଅଧିକାରୀଅନନ୍ତ ନାରାୟଣ ଜେନା
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ)
ବ୍ୟକ୍ତିଗତ ସବିଶେଷ
ଜନ୍ମ (1964-10-03) ୩ ଅକ୍ଟୋବର ୧୯୬୪ (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉପ୍ରେମାନନ୍ଦ ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ବିଜୟ କୁମାର ମହାନ୍ତି ୧୯୬୪ ମସିହାର ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରେମାନନ୍ଦ ମହାନ୍ତି ।[୧]

ରାଜନୈତିକ ଜୀବନ ସମ୍ପାଦନା

ବିଜୟ କୁମାର ମହାନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Bijaya Kumar Mohanty". odishaassembly.nic.in. Odisha Assembly. Retrieved 29 June 2022.