ବିନୋଦ ପାତ୍ର

ଓଡ଼ିଆ ରାଜନୀତିଜ୍ଞ

ବିନୋଦ ପାତ୍ର (ଜନ୍ମ: ୨୨ ମଇ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବିନୋଦ ପାତ୍ର
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀକୁନ୍ଦୁରୁ କୁଶାଳ
ପର ଅଧିକାରୀନିରଞ୍ଜନ ପୂଜାରୀ
ନିର୍ବାଚନ ମଣ୍ଡଳୀସୋନପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1967-05-22) ୨୨ ମଇ ୧୯୬୭ (ବୟସ ୫୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉବାବାଜୀ ପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ବିନୋଦ ପାତ୍ର ୧୯୬୭ ମସିହାର ମଇ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାବାଜୀ ପାତ୍ର ।[୧]

ରାଜନୈତିକ ଜୀବନ ସମ୍ପାଦନା

ବିନୋଦ ପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Binod Patra". odishaassembly.nic.in. Odisha Assembly. Retrieved 22 August 2021.