ବିବେକାନନ୍ଦ ମେହେର
ଓଡ଼ିଆ ରାଜନୀତିଜ୍ଞ
ବିବେକାନନ୍ଦ ମେହେର (ଜନ୍ମ: ୫ ମାର୍ଚ୍ଚ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବିବେକାନନ୍ଦ ମେହେର | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ସୁଶିଳ କୁମାର ପୃଷ୍ଟି |
ପର ଅଧିକାରୀ | କନକ ବର୍ଦ୍ଧନ ସିଂହ ଦେଓ |
ନିର୍ବାଚନ ମଣ୍ଡଳୀ | ପାଟଣାଗଡ଼ |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଅଇଣ୍ଠୁ ସାହୁ |
ପର ଅଧିକାରୀ | ବ୍ରଜମୋହନ ଠାକୁର |
ନିର୍ବାଚନ ମଣ୍ଡଳୀ | ପାଟଣାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ମାର୍ଚ୍ଚ ୧୯୪୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି |
ଜୀବନ ସାଥୀ | ପ୍ରିୟମ୍ବଦା ମେହେର |
ବାପା/ବୋଉ | ମୋହନ ମେହେର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାବିବେକାନନ୍ଦ ମେହେର ୧୯୪୩ ମସିହାର ମାର୍ଚ୍ଚ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୋହନ ମେହେର ଓ ପତ୍ନୀଙ୍କ ନାମ ପ୍ରିୟମ୍ବଦା ମେହେର ।[୧]
ରାଜନୈତିକ ଜୀବନ
ସମ୍ପାଦନାବିବେକାନନ୍ଦ ମେହେର ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିରେ ଓ ପରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ପାଟଣାଗଡ଼ | ଜନତା ପାର୍ଟି |
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ପାଟଣାଗଡ଼ | ଜନତା ଦଳ |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Bibekananda Meher". odishaassembly.nic.in. Odisha Assembly. Retrieved 22 September 2021.