ବିମ୍ବାଧର କୁଅଁର
ଓଡ଼ିଆ ରାଜନୀତିଜ୍ଞ
ବିମ୍ବାଧର କୁଅଁର (ଜନ୍ମ: ୧ ଅଗଷ୍ଟ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୭୭, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବିମ୍ବାଧର କୁଅଁର | |
---|---|
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ମୋହନ ନାଗ |
ପର ଅଧିକାରୀ | ବିମ୍ବାଧର କୁଅଁର |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ବିମ୍ବାଧର କୁଅଁର |
ପର ଅଧିକାରୀ | କୁମାର ବେହେରା |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଅଗଷ୍ଟ ୧୯୪୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି |
ଜୀବନ ସାଥୀ | କ୍ଷୀରାବ୍ଧି ତନୟା କୁଅଁର |
ବାପା/ବୋଉ | ମନବୋଧ କୁଅଁର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାବିମ୍ବାଧର କୁଅଁର ୧୯୪୯ ମସିହାର ଅଗଷ୍ଟ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମନବୋଧ କୁଅଁର ଓ ପତ୍ନୀଙ୍କ ନାମ କ୍ଷୀରାବ୍ଧି ତନୟା କୁଅଁର ।[୧]
ରାଜନୈତିକ ଜୀବନ
ସମ୍ପାଦନାବିମ୍ବାଧର କୁଅଁର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୨୦୦୨ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ଭଟଲୀ | ଜନତା ପାର୍ଟି |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ଭଟଲୀ | ଭାରତୀୟ ଜନତା ପାର୍ଟି |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଭଟଲୀ | ଭାରତୀୟ ଜନତା ପାର୍ଟି |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Bimbadhar Kuanr". odishaassembly.nic.in. Odisha Assembly. Retrieved 29 July 2021.