ବିଶି ବେହେରା
ଓଡ଼ିଆ ରାଜନୀତିଜ୍ଞ
ବିଶି ବେହେରା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୩୭ ମସିହାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର ପୁରୀ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ବିଶି ବେହେରା | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଉତ୍ତର ପୁରୀ ସଦର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାବିଶି ବେହେରା କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Bisi Behera". odishaassembly.nic.in. Odisha Assembly. Retrieved 23 October 2023.