ବିଶି ବେହେରା

ଓଡ଼ିଆ ରାଜନୀତିଜ୍ଞ

ବିଶି ବେହେରା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୩୭ ମସିହାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର ପୁରୀ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ବିଶି ବେହେରା
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର ପୁରୀ ସଦର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ବିଶି ବେହେରା କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Bisi Behera". odishaassembly.nic.in. Odisha Assembly. Retrieved 23 October 2023.