"ଚର୍ଚ୍ଚିକା ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ବନାନ
ଅଧିକ ଅର୍ଥ
୩୪ କ ଧାଡ଼ି:
}}
 
'''ଚର୍ଚ୍ଚିକା''' ମନ୍ଦିର [[କଟକ ଜିଲ୍ଲା|କଟକ ଜିଲ୍ଲାର]], [[ବାଙ୍କୀ]] ସହରରେ ଥିବା ଏକ [[ଶକ୍ତି ପୀଠ]] । ଏହି ଶକ୍ତିପୀଠଟି ରେଣୁକା ନଦୀ କୂଳରେ ଥିବା ଋଚିକ ପର୍ବତରେ ଅବସ୍ଥିତ ।<ref>{{cite web |url= http://fullodia.com/sites/info/651 |title=Info: Maa Charchika temple on Fullodia.com |first= |last= |work=fullodia.com |year=2012 |quote=charchika temple is situated on Ruchika hills on the banks of the Renuka river |accessdate=12 October 2012}}</ref>ଏହାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି "ମା" ଚର୍ଚ୍ଚିକା ଠାକୁରାଣୀ । ଚର୍ଚ୍ଚିକାଙ୍କ ମୂର୍ତ୍ତୀଟି ପର୍ଶୁରାମଙ୍କ ଦ୍ଵାରା ତିଆରି କରାଯାଇଥିବା ବିଶ୍ଵାସ କରାଯାଏ ।କଟକ ଜିଲ୍ଲାର ଅନ୍ୟତମ ପ୍ରସିଦ୍ଧ ଓ ପ୍ରାଚୀନ ଶକ୍ତିପୀଠ ହେଉଛି ବାଙ୍କୀର ଋଚିକ ପର୍ବତ ଉପରେ ଅବସ୍ଥିତ ମା’ ଚର୍ଚ୍ଚିକାଙ୍କ ମନ୍ଦିର I ମହାନଦୀ କୂଳରେ ଅଷ୍ଟଭୁଜା ଚାମୁଣ୍ଡା ରୂପରେ ପୂଜା ପାଉଛନ୍ତି ମା’ ଚର୍ଚ୍ଚିକା I ଅଷ୍ଟଭୁଜରେ ମା’ ଧାରଣ କରିଛନ୍ତି କଡ୍ଗ, ତ୍ରିଶୂଳ, ସର୍ପ, ଅଙ୍କୁଶ, ଅକ୍ଷମାଳ, ଛିନ୍ନମସ୍ତକ ଓ ଡମ୍ବରୁ I ପୁଣି ଗୋଟିଏ ହାତର କନିଷ୍ଠ ଅଙ୍ଗୁଳିକୁ କାମୁଡି ଧରିଛନ୍ତି ଦନ୍ତରେ I ତାଙ୍କ ଗ୍ରୀବାରେ ନରମୁଣ୍ଡ ମାଳା ପଡିଥିବାରୁ ଏବଂ ସେ ଉଲଂଗୀ ହୋଇ ଶବ ଉପରେ ଉପବିଷ୍ଟ ହୋଇଥିବାରୁ ତାଙ୍କୁ ଚାମୁଣ୍ଡା ଭାବେ ଗ୍ରହଣ କରାଯାଇଛି I ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ଓ ମହା ନବମୀରେ ବଳି ପରମ୍ପରା ପ୍ରଚଳିତ I ମନ୍ଦିର ବେଢାରେ ପୂଜା ପାଉଥିବା ମା’ ମଙ୍ଗଳାଙ୍କ ନିକଟରେ ପଶୁବଳି ଦିଆଯିବା ପରେ ବଳିପଶୁର କଟାମୁଣ୍ଡ ଓ ରକ୍ତକୁ କିଛି ମାଟି ପାତ୍ରରେ ସଂଗ୍ରହ କରି ଚର୍ଚ୍ଚିକାଙ୍କୁ ଅର୍ପଣ କରାଯାଏ I ଏହି ପୀଠର ମୁଖ୍ୟ ବୈଶିଷ୍ଟ୍ୟ ହେଉଛି, ଏଠାରେ କାର୍ତ୍ତିକ, ମାଘ ଓ ବୈଶାଖରେ ଆମିଷ ଭୋଗ ହୁଏ ନାହିଁ I ରାଜଗୁରୁମାନେ ଏଠାରେ ଶାରଦୀୟ ଷୋଳପୂଜା ସମ୍ପାଦନ କରିଥାନ୍ତି I ଏଠାରେ ଠାକୁରାଣୀଙ୍କ ଗମ୍ଭୀରା ଭିତରକୁ ସର୍ବସାଧାରଣ ପ୍ରବେଶ ସଂପୂର୍ଣ୍ଣ ମନା I କେବଳ ପୁରୀର ଗଜପତି ମହାରାଜା, ବାଙ୍କୀ ରାଜା ଏବଂ ମନ୍ଦିର ସହ ସଂପୃକ୍ତ ସେବାୟତମାନେ ଗମ୍ଭୀରା ଭିତରକୁ ଯାଇଥାନ୍ତି I <ref>{{cite web |url= http://www.odishatv.in/temples.asp |title=ORISSA TV &#124; Premier News Channel of Orissa |first= |last= |work=odishatv.in |year=2012 |quote= It is believed that the Charchika devi idol was created by Parsuram. |accessdate=12 October 2012}}</ref>
 
ଦେବୀ ଚର୍ଚ୍ଚିକାଙ୍କ ପାଖରେ ବର୍ଷର ତିନି ମାସ [[କାର୍ତ୍ତିକ]], [[ମାଘ]] ଓ [[ବୈଶାଖ|ବୈଶାଖରେ]] ଆମିଷ ଭୋଗ ନିଷିଦ୍ଧ । ଅନ୍ୟ ମାସ ଗୁଡିକରେ କେବଳ ଗୁରୁବାର ଛାଡ଼ି ଅନ୍ୟ ଦିନ ଗୁଡ଼ିକରେ ଆମିଷ ଭୋଗ ହୋଇଥାଏ । କିନ୍ତୁ ଶାରଦୀୟ ପୂଜାରେ ମୂଳାଷଷ୍ଠୀ ଠାରୁ ଷୋଳ ପୂଜା ମଧ୍ୟରେ ପ୍ରତ୍ୟେକ ଦିନ ଆମିଷ ଭୋଗ ହେବାର ବିଧି ବ୍ୟବସ୍ଥା ରହିଛି । <ref>ଖବର, ୧୦ ଅକ୍ଟୋବର ୨୦୧୨, ପୃଷ୍ଠା: ୪</ref>