"ଆଖି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Adding ky:Көз
ଟିକେ ଇଂରାଜୀ ଠିକଣା, ଅଧିକ ତଥ୍ୟ
୧ କ ଧାଡ଼ି:
{{ଛୋଟ|Eye}}
{{ମୁଣ୍ଡିଆ}}
{| class="infobox" style="width:20em;"
'''ଆଖି''' ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ ।
|- style="text-align:center;"
! style="background:dimgrey; color:#000;" colspan="2"| ''ଆଖି''
|- style="text-align: center;"
{{!}} colspan="2" {{!}} [[File:Schematic diagram of the human eye en.svg|250px|center|]]
{{!}}- style="text-align: center; line-height: 1;"
{{!}} colspan="2" {{!}} <small>Schematic diagram of the vertebrate eye.</small>
|- style="text-align: center;"
 
{{!}} colspan="2" {{!}} [[File:Krilleyekils.jpg|250px|center|]]
== ବର୍ଣ୍ଣନା ==
{{!}}- style="text-align: center; line-height: 1;"
ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
{{!}} colspan="2" {{!}} <small>Compound eye of [[Antarctic krill]]</small>
|}
 
'''ଆଖି''' ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
 
ତା ପଛକୁ ଲେନ୍ସ ଓ ଲେନ୍ସ ପଛକୁ ଭିଟ୍ରିଯାସ ହ୍ୟୁମାର ତା ପଛକୁ ରେଟିନା ଥାଏ । ଆଲୁଅ ପ୍ରଥମେ ଆଖିର କରନିଆ ଦେଇ ଲେନ୍ସ ପାର ହେଲା ବେଳକୁ ଆଲୁଅ କଣା ସବୁ ସମାନ୍ତରାଳ ହୋଇ ଯାଆନ୍ତି । ସେସବୁ ସମାନ୍ତରାଳ ଆଲୁଅ ରେଟିନା ଦେହରେ ପଡିଲେ ରେଟିନାର ବିଭିନ୍ନ ପ୍ରକାରର ଜୀବକୋଷମାନେ ଉତ୍ତେଜିତ ହୁଅନ୍ତି ।
 
== କାର୍ଯ୍ୟପ୍ରଣାଳୀ ==
ଆଲୁଅ ଧରିବା ପାଇଁ ଆଖିର ରେଟିନାରେ ପ୍ରାୟ ୧୩୭ ନିଯୁତ ଜୀବକୋଷ ଥାଏ । ତା ମଧ୍ୟରୁ ୧୩୦ ନିଯୁତ ଖାଲି କଳା ଓ ଧଳା ଚିହ୍ନିବା ପାଇଁ ଲମ୍ବା ଲମ୍ବା ଜୀବକୋଷ ଓ ସାତ ନିଯୁତ ପିରାମିଡ ଭଳି ଜୀବକୋଷ ରଙ୍ଗୀନ ଆଲୁଅ ଧରି ରଖିବା ପାଇଁ ।
ଓ ଧଳା ଚିହ୍ନିବା ପାଇଁ ଲମ୍ବା ଲମ୍ବା ଜୀବକୋଷ ଓ ସାତ ନିଯୁତ ପିରାମିଡ ଭଳି ଜୀବକୋଷ ରଙ୍ଗୀନ ଆଲୁଅ ଧରି ରଖିବା ପାଇଁ ।
ଏଇ ଦୁଇପ୍ରକାର ଜୀବକୋଷମାନଙ୍କ ପାଇଁ ମଣିଷ ସବୁପ୍ରକାରର ଆଲୁଅ ସହଜରେ ବାରିପାରେ । ଲମ୍ବା ଲମ୍ବା ଜୀବକୋଷ ବା ରଡମାନେ ରେଟିନା ସାରା ବିଛାଡି ହୋଇ ରହିଥାନ୍ତି। ମାତ୍ର ପିରାମିଡ ଭଳି ଜୀବକୋଷ ମାନେ କେବଳ ଗୋଟାଏ ଜାଗାରେ ଠୁଳ ହୋଇ ରହିଥାନ୍ତି । ସେଇ ଜାଗାଟି ହେଲା ଫୋବିଆ - ଗୋଟାଏ ମୁଗ ଆକାରର ଖାଲିଆ ଜାଗା । ଯେତେ ଆଲୁଅ ଆଖିର ଲେନ୍ସ ଦେଇ ଆସେ ତାର ଫୋକସ ବିନ୍ଦୁ ହେଲା ଏଇ ଫୋବିଆ । ଖୁବ୍ ପାଖ ଜିନିଷକୁ ଦେଖିବା ପାଇଁ ଏଇ ଫୋବିଆ ହେଉଛି ଦାୟୀ । ରେଟିନାର ଜୀବକୋଷମାନଙ୍କରେ ଆଲୁଅ ପଡିଲେ ନାନା ପ୍ରକାର ରାସାୟନିକ ପ୍ରତିକ୍ରିୟା ହୋଇଯାଏ । ସେଇ ପ୍ରତିକ୍ରିୟା ହେଲେ ସେମାନଙ୍କ ଦେହରେ ବିଦ୍ୟୁତ ପ୍ରବାହ ହୁଏ । ସେ ବିଦ୍ୟୁତ ପ୍ରବାହ ଆଖିର ସ୍ନାଯୁକୁ ଯାଇ ମସ୍ତିସ୍କରେ ଥିବା ଅକ୍ସିପିଟେଲ ଲୋବକୁ ଯାଏ। ସେଠାରେ ମସ୍ତିସ୍କ ଏ ସବୁକୁ ବିଶ୍ଳେଷଣ କରି ମଣିଷକୁ କଣ ଦେଖିଲା ବୋଲି ଜଣାଇଦିଏ । ରଙ୍ଗୀନ ଆଲୁଅ ଦେଖିଲାବେଳେ ମଧ୍ୟ ସେହିପରି ରାସାୟନିକ ପ୍ରତିକ୍ରିୟା ଓ ବିଦ୍ୟୁତ୍ ପ୍ରବାହ ହୁଏ । ମାତ୍ର ଏ ପ୍ରତିକ୍ରିୟା ଏତେ ସୂକ୍ଷ୍ମ ଓ କିଟିମିଟିଆ ଯେ , ଟିକିଏ କିଛି ଖରାପ ହେଲେ ରଙ୍ଗିନ ଜିନିଷ ଦେଖିବାରେ ଅସୁବିଧା ହୁଏ । ଅଳ୍ପ ବହୁତ ଆଠ ଜଣକରେ ଜଣଙ୍କର କିଛି ନା କିଛି ଅସୁବିଧା ଥାଏ ରଙ୍ଗିନ ଜିନିଷ ଦେଖିବା ପାଇଁ । ଆଲୁଅ କମି ଯିବା କ୍ଷଣି ଅନ୍ଧାରରେ ରଙ୍ଗିନ ଜିନିଷ ଦେଖି ହୁଏ ନାହିଁ । ସବୁ ପ୍ରାୟ ଧୂସରିଆ ଦେଖା ଯାଆନ୍ତି କାରଣ ଆଖିର କୋନ ଜୀବକୋଷମାନେ ଅନ୍ଧାରରେ କିଛି କାମ କରି ପାରନ୍ତି ନାହିଁ । କେବଳ ଲମ୍ବା ଜୀବକୋଷ - ରଡମାନେହିଁ କାମ କରନ୍ତି ।
 
Line ୨୨ ⟶ ୩୨:
== ଆଧାର ==
{{ଆଧାର}}
==ଅଧିକ ତଥ୍ୟ==
{{Commons category|Eyes}}
* [http://www.pbs.org/wgbh/evolution/library/01/1/l_011_01.html Evolution of the eye]
* [http://webvision.med.utah.edu/anatomy.html Diagram of the eye]
* [http://www.cotc.edu/studentlife/TutoringCenter/resourcessite/heye.htm A collection of resources for eye anatomy.]
* [http://www.lensshopper.com/eye-anatomy.asp Anatomy of the eye - flash animated interactive.]
* [http://www.pharmacyproductinfo.com/eye.html Eyes ]- Eyes are organs that detect light, and send signals along the optic nerve to the visual and other areas of the brain.
* [http://home.etu.unige.ch/~alvarra0/Roberto_ALVAREZs_Personal_Page/About_Me_files/Eye_project.pdf Detection of weak optical signals by the human visual system : Perspectives in Neuroscience and in Quantum Physics]
* [http://www.popsci.com/archive-viewer?id=oiUDAAAAMBAJ&pg=120&query=Vol.+144 Are Your Eyes Right] February 1944 [[Popular Science]]
* [http://webvision.med.utah.edu/ Webvision. The organisation of the retina and visual system.] An in-depth treatment of retinal function, open to all but geared most toward graduate students.
* [http://www.berkeley.edu/news/media/releases/2001/03/28_wers1.html Eye strips images of all but bare essentials before sending visual information to brain, UC Berkeley research shows]
 
{{ମୁଣ୍ଡିଆ}}
<!--ଅଲଗା ଭାଷର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
"https://or.wikipedia.org/wiki/ଆଖି"ରୁ ଅଣାଯାଇଅଛି