"ଭଟ୍ଟାରିକା ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୫ କ ଧାଡ଼ି:
[[ଫାଇଲ:Deity Bhattarika.JPG|thumb|ଦେବୀ ଭଟ୍ଟାରିକା]]
ଏହି ଦେବୀପୀଠ ଶାକ୍ତ ଓ ଶୈବ ଧର୍ମର ସମ୍ମିଳିତ ଉପାସନା କ୍ଷେତ୍ରରୂପେ ବିଦିତ । ରାଜା ପର୍ଶୁରାମ ନିଜ ତୀରମୁନରେ ପ୍ରସ୍ତର ଖୋଦେଇ କରି ଶକ୍ତିସ୍ଵରୂପିଣୀ ମହାମାୟା ମା'ଭଟ୍ଟାରିକାଙ୍କ ମୂର୍ତ୍ତି ଗଢି ପୂଜା କରିଥିଲେ । ତେଣୁ ଏହି ଶକ୍ତିପୀଠକୁ ପର୍ଶୁରାମପୀଠ କୁହାଯାଏ ଏବଂ ମା'ଙ୍କୁ ଭକ୍ତମାନେ ଅଭୟ ବରଦାୟିନୀଭାବେ ପୂଜାକରିଥା'ନ୍ତି ।
କିମ୍ବଦନ୍ତୀ ଅନୁସାରେ, ପୃଥିବୀକୁ କ୍ଷତ୍ରିୟଶୂନ୍ୟ କରିବା ନିମନ୍ତେ ପର୍ଶୁରାମ ମା ଭଟ୍ଟାରିକାଙ୍କୁ ପ୍ରାର୍ଥନା କରି ତାଙ୍କଠାରୁ ବରଲାଭ କରିଥିଲେ୤ ବିଷ୍ଣୁକଳା ପ୍ରାପ୍ତି ପାଇଁ ମା ତାଙ୍କୁ କଣ୍ଟିଲୋର ପଦ୍ମକ୍ଷେତ୍ରରେ ନୀଳମାଧବଙ୍କୁ ପୂଜା କରିବାଲାଗି ଉପଦେଶ ଦେବା ସହ ସହସ୍ରାର୍ଜୁନ ନିଧନ ନିମନ୍ତେ ଦିବ୍ୟାସ୍ତ୍ର ପ୍ରଦାନ କରିଥିଲେ୤[[ପୁରାଣ]] ଅନୁସାରେ [[ପର୍ଶୁରାମ]] ସହସ୍ରାର୍ଜୁନଙ୍କ ଠାରୁ ପରାଜିତ ହେଲାପରେ ମା [[ଦୁର୍ଗା]]ଙ୍କୁ ପୂଜା କରିବା ପରେ ସେ ପର୍ଶୁରାମଙ୍କୁ ସାହାଯ୍ୟ କରିବା ପାଇଁ ସେଠାରେ ବିଜେ ହୋଇ ତାଙ୍କୁ ରକ୍ଷା କରିଥିଲେ ।<ref>[http://orissadiary.com/orissa_tourism/temple/Bhattarika.asp Bhattarika temple]</ref><ref>ସମାଜ, ପୃଷ୍ଠା- ଘ, ୨୩.୧୦.୨୦୧୨</ref>
 
ଏଠାରେ ଦେବୀଙ୍କୁ ରନ୍ଧା ମାଛଭୋଗ ଅର୍ପଣ କରାଯାଇଥାଏ ।<ref>{{cite web |url= http://www.orissaspider.com/resources/3710-Bhattarika-Temple-Athgarh-Odisha.aspx |title=Bhattarika Temple of Athgarh of Odisha |first= |last=|work=orissaspider.com |year=2012 |quote= the worshipers of goddess Bhattarika are non-Brahmin and cooked fish is offered to goddess Bhattarika |accessdate=2 October 2012}}</ref>