"ଉତ୍କଳ ବିଶ୍ୱବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ପାଠାଗାର: filling in 1 ref
cleanup, wiki links, fill'in ref
୧୦ କ ଧାଡ଼ି:
|registrar = ଡାଃ ଗୋବିନ୍ଦ ଚରଣ ପ୍ରଧାନ
|city = [[ଭୁବନେଶ୍ୱର]], [[ଓଡ଼ିଶା]]
|country = [[ଭାରତ]] {{flagicon|ଭାରତ}}
|students =
|type = [[Public university|ସାର୍ବଜନୀନ]]
|campus = ବାଣୀବିହାର, [[ନଗରାଞ୍ଚଳ|ନଗର]]
|affiliations = [[University Grants Commission (India)|ଇଉ.ଜି.ସି.]],
|website= [{{url|http://www.utkal-universityutkaluniversity.org wwwac.in|utkal-university.org]}}
}}
'''ଉତ୍କଳ ବିଶ୍ୱବିଦ୍ୟାଳୟ''' ଆମ ରାଜ୍ୟର ସର୍ବ ପୁରାତନ ତଥା ଆମ ଦେଶର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି [[ଭୁବନେଶ୍ୱର]]ର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ [[ବିଜ୍ଞାନ]], [[କଳା]][[ବାଣିଜ୍ୟ]] କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି। ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶଳାୟନିର୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଆଛି। ଅଛି। ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଆଡ଼ଷଠିଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଏକଯୋଗଦାନ ଉଜ୍ଵଳ ତାରକାପରି ରହି ଅଛି।କରିଆସୁଛି।
 
ଉତ୍କଳ ବିଶ୍ୱବିଦ୍ୟାଳୟ ଆମ ରାଜ୍ୟର ସର୍ବ ପୁରାତନ ତଥା ଆମ ଦେଶର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି [[ଭୁବନେଶ୍ୱର]]ର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି। ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶଳାୟ,ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଆଛି। ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଆଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଏକ ଉଜ୍ଵଳ ତାରକାପରି ରହି ଅଛି।
 
== ଇତିହାସ ==
୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବା ସମୟରେ, [[ଓଡ଼ିଶା]]ରେ ବିଶ୍ୱବିଦ୍ୟାଳୟ ନଥିଲା । ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟବାସୀଙ୍କ ଆଶା ଓ ଆକାଙ୍କ୍ଷାକୁ ପୁରଣ କରିବା ନିମନ୍ତେ ୧୯୩୮ମସିହା ମାର୍ଚ୍ଚମାସ ୨ତାରିଖରେ [[ଓଡ଼ିଶା]]ର ତତ୍କାଳିନ ପ୍ରଧାନମନ୍ତ୍ରୀ [[ବିଶ୍ୱନାଥ ଦାସ [[ଓଡ଼ିଶା]]ରେ ଓଡ଼ିଶାରେ ଏକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ । ଫଳସ୍ଵରୂପ ପଣ୍ଡିତ [[ନୀଳକଣ୍ଠ ଦାସ]]ଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା । ଏହି କମିଟିର ସୁପାରିସକୁ ତତ୍କାଳିନ [[ଓଡ଼ିଶା]]ରଓଡ଼ିଶାର ପ୍ରଧାନମନ୍ତ୍ରୀ ମହାରାଜା [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ]] ଓ ଶିକ୍ଷାମନ୍ତ୍ରୀ ପଣ୍ଡିତ [[ଗୋଦାବରୀଶ ମିଶ୍ର]]ଙ୍କ ଉଦ୍ୟମରେ ଚୁଡ଼ାନ୍ତ ରୂପଦେଇ ୩୦ଜୁନ ୧୯୪୩ ମସିହା ରେ ବିଧାନସଭାରେ ସର୍ବସମ୍ମତି କ୍ରମେ ଗୃହିତ କରାଯାଇଥିଲା । ୧୯୪୩ ମସିହା ଅଗଷ୍ଟ ୨ ତାରିଖରେ ବିଶ୍ୱବିଦ୍ୟାଳୟର ଶୁଭଉଦଘାଟନ କରାଯାଇ ‘ଉତ୍କଳ ବିଶ୍ୱବିଦ୍ୟାଳୟ’ ଭାବେ ନାମିତ କରାଯାଇଥିଲା । [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ର ପ୍ରାଣୀବିଜ୍ଞାନ ବିଭାଗରେ ୧୯୪୩ ମସିହା ନଭେମ୍ବର ୨୭ତାରିଖ ଦିନ ‘ଉତ୍କଳ ବିଶ୍ୱବିଦ୍ୟାଳୟ’ର କାର୍ଯ୍ୟରମ୍ଭ ହୋଇଥିଲା । ବୈଜ୍ଞାନିକ ଡକ୍ଟର ପ୍ରାଣକୃଷ୍ଣ ପରିଜା ବିଶ୍ଵବିଦ୍ୟାଳୟର ପ୍ରଥମ କୁଳପତି ଆସନ, ୱାଇ. ଏନ. ସୁକନ୍ଥକର କୁଳାଧିପତି ଓ ଭି.ଭି. ଜନ କୁଳସଚିବ ଆସନ ଅଳଙ୍କୃତ କରିଥିଲେ । ବିଶ୍ୱବିଦ୍ୟାଳୟର ଉତ୍ତମ ପରିଚାଳନା ନିମନ୍ତେ ସିନେଟ (ସର୍ବୋଚ୍ଚ ପରିଚାଳନା କମିଟି), ସିଣ୍ଡିକେଟ ଓ ଏକାଡେମିକ କାଉନ୍ସିଲ ଗଠନ କରାଯାଇଥିଲା । ୧୯୪୮ ମସିହାରେ ଏହି ବିଶ୍ୱବିଦ୍ୟାଳୟର ମୁଖ୍ୟକାର୍ଯ୍ୟାଳୟ [[କଟକ]]ଠାରେ ସ୍ଥାପିତ ହେବାପାଇଁ ସିନେଟ ନିଷ୍ପତି ଗ୍ରହଣ କରିଥିଲା । ୧୯୫୭ ମସିହାରେ ବିଶ୍ୱବିଦ୍ୟାଳୟ ନିମନ୍ତେ ସ୍ଥନାଭାବ ଓ ଭବିଷ୍ୟତ କାର୍ଯ୍ୟପନ୍ଥାକୁ ଆଖିଆଗରେ ରଖି ସିନେଟ ବିଶ୍ୱବିଦ୍ୟାଳୟକୁ [[ଭୁବନେଶ୍ୱର]]ରେ ସ୍ଥାୟୀ ଭାବେ ଅବସ୍ଥାପିତ କରିବାପାଇଁ ନିଷ୍ପତି ଗ୍ରହଣ କରିଥିଲେ । ତଦନୁଯାୟୀ [[ଭୁବନେଶ୍ୱର]] ଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ପରିସର ନିର୍ମାଣ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଇଥିଲା । ତତ୍କାଳିନ ମୁଖ୍ୟମନ୍ତ୍ରୀ ଡ. [[ହରେକୃଷ୍ଣ ମହତାବ]]ଙ୍କ ଉଦ୍ୟମରେ [[ଭୁବନେଶ୍ୱର]]ଠାରେ ଜାତୀୟ ରାଜପଥ ନିକଟରେ ୩୯୯.୪୯୨ ଏକର ପରିମିତ ଜମିରେ ୧୯୫୮ ମସିହା ଜାନୁଆରୀ ପହିଲାରେ ତତ୍କାଳିନ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]] ଡକ୍ଟର ରାଜେନ୍ଦ୍ର ପ୍ରସାଦ ଶିଳାନ୍ୟାସ କରିଥିଲେ । ଏହି ସ୍ଥାନର ନାମ ପ୍ରଥମେ ‘ବିଦ୍ୟାନଗର’ ଥିଲା ଓ ପରବର୍ତ୍ତୀ ସମୟରେ ‘ବାଣୀବିହାର’ ନାମରେ ପରିଚିତ ଲାଭ କରିଥିଲା । ୧୯୬୩ ମସିହରେ ତତ୍କାଳିନ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]] ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଉତ୍କଳ ବିଶ୍ୱବିଦ୍ୟାଳୟର ନୂତନ ପରିସର ଉଦଘାଟନ କରିଥିଲେ ।
 
ପ୍ରଥମେ ଏହି ବିଶ୍ୱବିଦ୍ୟାଳୟ ଅଧୀନରେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]] ସହିତ ପାଞ୍ଚଟି ମହାବିଦ୍ୟାଳୟ ଏବଂ କଳା, ବିଞ୍ଜାନ, [[ଆଇନ]] ଓ ଶିକ୍ଷା ଆଦି ଚାରିଟି ବିଭାଗକୁ ନେଇ ଆରମ୍ଭ ହୋଇଥିଲା ।<ref>[[ସମାଜ (ଖବରକାଗଜ)|ସମାଜ]], ୨୭ନଭେମ୍ବର ୨୦୧୧, ପୃଷ୍ଠା-୦୬</ref>
 
==ପାଠାଗାର==
Line ୩୨ ⟶ ୩୧:
 
== ବାହାର ଆଧାର ==
{{official|http://www.utkal-universityutkaluniversity.orgac.in/}}
 
{{Universities in Orissa}}