"ରକ୍ତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଧିକ ତଥ୍ୟ, ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ
ଟିକେ ଇଂରାଜୀ ଠିକଣା
୧ କ ଧାଡ଼ି:
{{ଛୋଟ|Blood}}
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ [[ତନ୍ତୁ]] । ଏହାର ଅନ୍ତର୍ଗତ [[ଜୀବକୋଷ]]ଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ଵାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗ ରେ ପାର୍ଥକ୍ୟ ଦେଖାଯାଇଥାଏ । [[ଅଣୁବୀକ୍ଷଣ]] ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।<br />
[[ଫାଇଲ:Humanbood600x.jpg|ଫ୍ରେମକରା|ମନୁଷ୍ୟ ରକ୍ତ କୋଷର ୬୦୦ ଗୁଣ ବଡ ଛବି]]
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ [[ତନ୍ତୁ]] । ଏହାର ଅନ୍ତର୍ଗତ [[ଜୀବକୋଷ]]ଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ଵାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗ ରେ ପାର୍ଥକ୍ୟ ଦେଖାଯାଇଥାଏ । [[ଅଣୁବୀକ୍ଷଣ]] ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।<br />
 
== ରକ୍ତର ଉପାଦାନ ==
ରକ୍ତ ମୁଖ୍ୟତଃ ୨ଟି ଉପାଦାନକୁ ନେଇ ଗଠିତ।(କ) ପ୍ରଲସି (ଖ) ରକ୍ତକଣିକା।<br />
"https://or.wikipedia.org/wiki/ରକ୍ତ"ରୁ ଅଣାଯାଇଅଛି