"ଜ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ପ୍ରକୃତରେ ଜ୍ଵର ହୁଏ କାହିଁକି ?: କିଛି ଅନାଅବଶ୍ୟକ ଧାଡି ହଟେଇଲି
୨୫ କ ଧାଡ଼ି:
 
== ଦେହରେ ଜ୍ଵର ଅଛି ବୋଲି ଜାଣିବେ କେମିତି ? ==
ଆଗରୁ କୁହାଯାଇଛି, ଦେହର ତାପମାତ୍ରା ବଢ଼ିଗଲେ ଜ୍ଵର ହୋଇଛି ବୋଲି ଜଣାପଡେ଼ । ସାଧାରଣତଃ ହାତ ପାପୁଲିର ପଛପଟ ଦ୍ଵାରା କପାଳ, ବେକ, ଗାଲ, ପିଠି କିମ୍ବା ପେଟକୁ ଛୁଇଁ ଦେହରେ ତାତି ଅଛି କି ନା ତାହା ଜାଣି ହୋଇଯାଏ। ତେବେ ପ୍ରକୃତରେ ଦେହର ତାପମାତ୍ରା କେତେ ଅଛି ତାହା ଠିକ ଭାବରେ ଜାଣିବା ପାଇଁ ଏକ ଯନ୍ତ୍ର ବ୍ୟବହାର କରାଯାଏ । ଏହି ଯନ୍ତ୍ରର ନା ହେଉଛି "ଜ୍ଵର ତାପମାନ ଯନ୍ତ୍ର'" ବା "କ୍ଲିନିକାଲ ଥର୍ମୋମିଟର।ଥର୍ମୋମିଟର"। ଜ୍ଵର ମାପିବା ପାଇଁ ଦୁଇ ପ୍ରକାର ମାନକ ବିଶିଷ୍ଟ ତାପମାନ ଯନ୍ତ୍ର ବ୍ୟବହୃତ ହୋଇଥାଏ । ଗୋଟିଏ ହେଲା "ଫ।ରେନହିଟଫାରେନହିଟ" ମାନକ ଓ ଅନ୍ୟଟି ହେଲା "ସେଣ୍ଟିଗ୍ରେଡ଼" ବା "ସେଲସିୟସ" ମାନକ। ତେବେ ଜ୍ଵର ମାପିବା ପାଇଁ ଫାରେନହିଟ ମାନକ ହିଁ ବହୁଳ ଭାବରେ ବ୍ୟବହୃତ ହୋଇଥାଏ। ରୋଗୀର ଜିଭତଳେ, କାଖ ଖୋଲରେ, ଜଙ୍ଘ ସନ୍ଧିରେ ଅଥବା ମଳଦ୍ଵାର ଭିତରେ ତାପମାନ ଯନ୍ତ୍ରକୁ ରଖି ଦେହର ତାପମାତ୍ରା ନିର୍ଣ୍ଣୟ କରାଯାଏ ।
 
== ଜ୍ଵରର ପ୍ରକାର ଭେଦ ==
ଦୁଇଟି ବିଷୟକୁ ଆଖି ଆଗରେ ରଖି ଜ୍ଵରର ପ୍ରକାରଭେଦ କରାଯାଇଥାଏ। ଗୋଟିଏ ହେଲା ତାପମାତ୍ରାର ପରିମାଣ ଓ ଅନ୍ୟଟି ହେଲା ଜ୍ଵରର ପ୍ରକୃତି।<br />
"https://or.wikipedia.org/wiki/ଜ୍ୱର"ରୁ ଅଣାଯାଇଅଛି