"ପଞ୍ଚମୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
EmausBot (ଆଲୋଚନା | ଅବଦାନ)
ଟିକେ r2.7.2+) (Robot: Adding hi:पंचमी
ଟିକେ କୁରାଳ ପଞ୍ଚମୀ ପ୍ରସଙ୍ଗରୁ ତଥ୍ୟ ଅଣାଗଲା
୧ କ ଧାଡ଼ି:
{{ଛୋଟ|Panchami}}
 
{{See also|ତିଥି}}
'ପଞ୍ଚମୀ' ଚନ୍ଦ୍ରପକ୍ଷର ପଞ୍ଚମ ଦିବସ - ଚନ୍ଦ୍ରର ପଞ୍ଚମ କଳାର ହ୍ରାସ ବା ବୃଦ୍ଧିଜନିତ [[ତିଥି]] ୤ [[ଚତୁର୍ଥୀ]]ର ପରବର୍ତ୍ତୀ ଓ [[ଷଷ୍ଠୀ]]ର ପୂର୍ବବର୍ତ୍ତୀ ତିଥି୤ କୃଷ୍ଣ ପକ୍ଷର ପଞ୍ଚମୀକୁ କୃଷ୍ଣା ପଞ୍ଚମୀ ଓ ଶୁକ୍ଳ ପକ୍ଷର ପଞ୍ଚମୀକୁ ଶୁକ୍ଳା ପଞ୍ଚମୀ କୁହାଯାଇଥାଏ ୤
 
୧୦ କ ଧାଡ଼ି:
* [[ଆଶ୍ୱିନ]] କୃଷ୍ଣ ପଞ୍ଚମୀ: ଅଶ୍ଵପଞ୍ଚମୀ / ନାହାଣ ପଞ୍ଚମୀ – ଅଶ୍ଵପୂଜା
* ଆଶ୍ୱିନ ଶୁକ୍ଳ ପଞ୍ଚମୀ: ନତପଞ୍ଚମୀ – ଦୁର୍ଗାପୂଜାରମ୍ଭ(ପଞ୍ଚମୀଠାରୁ ନବମୀପର୍ଯ୍ୟନ୍ତ)
* [[ପୌଷ]] ଶୁକ୍ଳ ପଞ୍ଚମୀ: କୁରାଳ ପଞ୍ଚମୀ (କୁମ୍ଭକାରଙ୍କର ପର୍ବ): ଏହି ଦିନ ପ୍ରତ୍ୟେକ କୁମ୍ଭକାର ସମ୍ପ୍ରଦାୟଙ୍କ ବିଲୁପ୍ତପ୍ରାୟ ସ୍ମୃତି ଶାଳଗୃହ, ଚକ, ପିଣ୍ଡ, ପିଟଣା ଆଦିକୁ ପୂଜାଅର୍ଚ୍ଚନା କରାଯାଇଥାଏ । [[କୁରାଳ ପୁରାଣ]]ପାଠ କରାଯାଏ ।
* [[ମାଘ]] ଶୁକ୍ଳପଞ୍ଚମୀ: ବସନ୍ତପଞ୍ଚମୀ / [[ଶ୍ରୀପଞ୍ଚମୀ]] – ସରସ୍ଵତୀ ପୂଜା, [[ଜଗନ୍ନାଥ]] ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି ୤
 
Line ୧୬ ⟶ ୧୭:
 
{{ପକ୍ଷ}}
{{ମୁଣ୍ଡିଆ}}
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[ଶ୍ରେଣୀ:ଜ୍ୟୋତିଷୀ]]
[[ଶ୍ରେଣୀ:ପକ୍ଷ]]
 
{{ମୁଣ୍ଡିଆ}}
 
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[en:Panchami]]
[[hi:पंचमी]]
"https://or.wikipedia.org/wiki/ପଞ୍ଚମୀ"ରୁ ଅଣାଯାଇଅଛି