"ନିମୋନିଆ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଧିକ ତଥ୍ୟ, ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ
୨୨ କ ଧାଡ଼ି:
ପ୍ରତିବର୍ଷ ପ୍ରାୟ ୪୫୦ ନିୟୁତ ଲୋକଙ୍କୁ ନିମୋନିଆ ହୁଏ ଓ ୪ ନିୟୁତ ରୋଗୀ ମୃତ୍ୟୁ ମୁଖରେ ପତିତ ହୁଅନ୍ତି । ଉନବିଂଶ ଶତାବ୍ଦୀରେ ଉଇଲିୟମ ଅସ୍ଲର ନିମୋନିଆକୁ ମୃତ୍ୟୁର କ୍ୟାପ୍‌ଟେନ୍<ref>{{cite book|last=Osler|first=William|title=Principles and Practice of Medicine, 4th Edition|year=1901|publisher=D. Appleton and Company|location=New York|pages=108|url=http://mcgovern.library.tmc.edu/data/www/html/people/osler/PPM4th/OP400067.htm}}</ref> ନାମରେ ଅଭିହିତ କରିଥିଲେ । ବିଂଶ ଶତାବ୍ଦିରେ ଆଣ୍ଟିବାୟୋଟିକ ଉଦ୍ଭାବନ ପରେ ଏହାର ମୃତ୍ୟୁ ହାରରେ ଉନ୍ନତି ପରିଲକ୍ଷିତ ହେଲା । ଏହା ସତ୍ତ୍ଵେ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଅତି ସାନ, ବୟୋବୃଦ୍ଧ ଓ ଦୀର୍ଘଦିନର ଅସୁସ୍ଥ ଲୋକଙ୍କର ମୃତ୍ୟୁର ଏବେବି ମୂଖ୍ୟ କାରଣ ହାର । <ref>{{cite book|last=George|first=Ronald B.|title=Chest medicine : essentials of pulmonary and critical care medicine|year=2005|publisher=Lippincott Williams & Wilkins|location=Philadelphia, PA|isbn=9780781752732|pages=353|url=http://books.google.ca/books?id=ZzlX2zJMbdgC&pg=PA353|edition=5th ed.}}</ref> <br />
== ଚିହ୍ନ ଓ ଲକ୍ଷଣ ==
{|class="wikitable" align="right"
!colspan=2| ଲକ୍ଷଣ ହାର <ref name=Tint10/>
|-
! ଲକ୍ଷଣ !! ହାର
|-
| କାଶ ||<center>୭୯-୯୧%</center>
|-
| ଅବସନ୍ନ || <center>୯୦%</center>
|-
| ଜର || <center>୭୧-୭୫%</center>
|-
| ଛୋଟ ଶ୍ଵାସ || <center>୬୭-୭୫%</center>
|-
| ଖଙ୍କାର || <center>୬୦-୬୫%</center>
|-
| ଛାତି ଯନ୍ତ୍ରଣା || <center>୩୯--୪୯%</center>
|-
|}
[[File:Symptoms of pneumonia.svg|thumb|left|alt=ମନୁଷ୍ୟ ଶରୀରର ଚିତ୍ରରେ ନିମୋନିଆର ଲକ୍ଷଣ ସମୁହ ଦର୍ଶାଯାଇଛି|300px|ମନୁଷ୍ୟ ଶରୀରର ଚିତ୍ରରେ ନିମୋନିଆର ଲକ୍ଷଣ ସମୁହ ଦର୍ଶାଯାଇଛି]]
ନିମୋନିଆ ରୋଗୀଙ୍କର ସାଧାରଣତଃ କଫ ସହ କାଶ, କମ୍ପ ସହ ଜର, ଛୋଟ ଶ୍ଵାସ, ଲମ୍ଵା ପ୍ରଶ୍ଵାସ ନେଲାବେଳେ ତୀବ୍ର ଫୋଡିବା ଭଳି ଛାତି ଯନ୍ତ୍ରଣା ଓ ବର୍ଦ୍ଧିତ ଶ୍ଵାସ କ୍ରିୟା ହାର<ref name=BMJ06/> ଦେଖାଯାଏ । ବୟଷ୍କ ଲୋକଙ୍କର ବ୍ୟାକୁଳତା(Confusion) ଏକ ମୂଖ୍ୟ ଚିହ୍ନ ।<ref name=BMJ06>{{cite journal |author= Hoare Z | coauthors = Lim WS|title=Pneumonia: update on diagnosis and management |journal=BMJ | year= 2006 |pages=1077–9 |pmid=16675815|doi=10.1136/bmj.332.7549.1077 |url=http://www.bmj.com/content/332/7549/1077.full.pdf |volume=332 |issue= 7549 |pmc= 1458569 |format=PDF}}</ref> ପାଞ୍ଚ ବର୍ଷ ବୟଷରୁ କମ ସାନ ପିଲାମାନଙ୍କର ଜର, କାଶ, କଷ୍ଟକର ଶ୍ଵାସ କ୍ରିୟା ଓ ଉପବାସ ମୂଖ୍ୟ ଲକ୍ଷଣ ହୁଏ ।<ref name=Develop11/> <br />
ଜର କୌଣସି ବିଧିବଦ୍ଧ ଭାବରେ ହୁଏ ନାହିଁ । ଅତି ସାଂଘାତିକ ରୋଗରେ ଓ ପୁଷ୍ଟିମାନ୍ଦ୍ୟ ଥିଲେ ଜର ନ ହୋଇପାରେ । ଦୁଇ ମାସରୁ ସାନ ପିଲାଙ୍କର ଅଧିକାଂଶ ସମଯରେ କାଶ ହୁଏ ନାହିଁ । ରୋଗ ସାଂଘାତିକ ହେଲେ ଚମ ନୀଳ ପଡେ, ଶୋଷ କମିଯାଏ, ବାତ ମାରେ, ଲଗାଏତ ବାନ୍ତି ହୁଏ, ଚେତନା କମ ରହେ ଓ ଉତ୍ତାପ ଅତି ଅଧିକ ବା କମ ରହେ । <br />
ଜୀବାଣୁ ଓ ଭୁତାଣୁ ଜନିତ ନିମୋନିଆରେ ଏହି ଭଳି ଲକ୍ଷଣ ଦେଖାଯାଏ । ଲେଜିଓନେଲା ଜନିତ ନିମୋନିଆରେ ପେଟ ଯନ୍ତ୍ରଣା, ତରଳ ଝାଡା ଓ ବ୍ୟାକୁଳତା ଦେଖାଯାଏ ।<ref>{{cite journal|last=Darby|first=J|coauthors=Buising, K|title=Could it be Legionella?|journal=Australian family physician|date=October 2008 |volume=37|issue=10|pages=812–5|pmid=19002299}}</ref> ସ୍ଟ୍ରେପ୍ଟୋକୋକସ୍ ନିମୋନିଆରେ ମାଟିଆ ଖଙ୍କାର ଦେଖାଯାଏ ।<ref>{{cite journal|last=Ortqvist|first=A|coauthors=Hedlund, J, Kalin, M|title=Streptococcus pneumoniae: epidemiology, risk factors, and clinical features|journal=Seminars in respiratory and critical care medicine|date=December 2005|volume=26|issue=6|pages=563–74|pmid=16388428|doi=10.1055/s-2005-925523}}</ref> କ୍ଲେବସିଲା ଜନିତ ନିମୋନିଆରେ ରକ୍ତିମ ଖଙ୍କାର ପଡେ ଯାହାକୁ କ୍ୟୁରାଣ୍ଟ ଜେଲି(currant jelly) ନାମ ଦିଆ ଯାଇଛି । ଯକ୍ଷ୍ମା, ଗ୍ରାମ ବିଯୁକ୍ତାତ୍ମକ ନିମୋନିଆ, ଫୁସଫୁସରେ ପୂଜ(Lung abcess) ଥିଲେ ଓ ତୀବ୍ର ବ୍ରୋଙ୍କାଇଟିସ୍‌ରେ ମଧ୍ୟ କଫ ସାଥୀରେ ରକ୍ତ ପଡେ । ମାଇକୋପ୍ଲାଜ୍ମା ନିମୋନିଆରେ ବେକର ଲସିକା ଗ୍ରନ୍ଥି ଫୁଲିଯାଏ, ଗଣ୍ଠି ଯନ୍ତ୍ରଣା ହୁଏ ଓ ମଝି କାନ ସଂକ୍ରମଣ ହୁଏ ।
== କାରଣ ==
 
== ଆଧାର ==
{{ଆଧାର}}
"https://or.wikipedia.org/wiki/ନିମୋନିଆ"ରୁ ଅଣାଯାଇଅଛି