"ନିମୋନିଆ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎କାରଣ: ଲେଖାଗଲା
୪୬ କ ଧାଡ଼ି:
 
== କାରଣ ==
[[File:Streptococcus pneumoniae.jpg|thumb|right|ଇଲେକ୍‌ଟ୍ରନ୍ ମାଇକ୍ରୋସ୍କୋପ୍‌ରେ ସ୍ଟ୍ରେପ୍ଟୋକୋକସ୍ ନିମୋନି ଜୀବାଣୁ]]
ନିମୋନିଆ ରୋଗ [[ଜୀବାଣୁ]] କିମ୍ଵା [[ଭୁତାଣୁ]] ଓ ଅଳ୍ପ ମାତ୍ରାରେ [[କବକ]] କିମ୍ଵା [[ପରଜୀବୀ]] ଦ୍ଵାରା ସୃଷ୍ଟି ହୁଏ । ଏକ ଶହରୁ ଅଧିକ ପ୍ରଜାତିର ସଂକ୍ରମଣ ପ୍ରତିନିଧି ଥିଲେ ମଧ୍ୟ ଅଧିକାଂଶ କ୍ଷେତ୍ରରେ ଅଳ୍ପ କେତେକଙ୍କ ଦ୍ଵାରା ଏହି ନିମୋନିଆ ରୋଗ ହୁଏ । ଜୀବାଣୁ ଓ ଭୁତାଣୁର ମିଶ୍ରିତ ସଂକ୍ରମଣ ୧୫% ଯୁବକ ଓ ୪୫% ପିଲାମାନଙ୍କଠାରେ ଦେଖାଯାଏ । ଯତ୍ନର ସହ ପରୀକ୍ଷା କଲେ ମଧ୍ୟ ଅର୍ଧେକ ରୋଗର ପ୍ରତିନିଧି ଚିହ୍ନି ହୁଏ ନାହିଁ । <br />
ଫୁସଫୁସର ପ୍ରଦାହକୁ ନିମୋନିଆ କୁହାଯାଏ; ଯାହା କେବଳ ସଂକ୍ରମଣ ଦ୍ଵାରା ନ ହୋଇ ଅଟୋ ଇମ୍ମ୍ୟୁନ, ଔଷଧ କିମ୍ଵା ରାସାୟନିକ ଦ୍ରବ୍ୟଦ୍ଵାରା ମଧ୍ୟ ହୋଇପାରେ । ଚିକିତ୍ସା ବିଜ୍ଞାନ ଅନୁସାରେ ଏହାର ପ୍ରକୃତ ନାମ ନିମୋନାଇଟିସ୍(Pneumonitis) ।<ref name="isbn0-7234-3200-7">{{cite book |author=Lowe, J. F.; Stevens, Alan |authorlink= |editor= |others= |title=Pathology |edition=2nd |publisher=Mosby |location=St. Louis |year=2000 |page=197 |isbn=0-7234-3200-7 |oclc= |doi= |url=http://books.google.co.uk/books?id=AfVxLi4QTZQC&pg=PA197|accessdate=}}</ref><ref>{{cite book|last=Snydman|first=editors, Raleigh A. Bowden, Per Ljungman, David R.|title=Transplant infections|year=2010|publisher=Wolters Kluwer Health/Lippincott Williams & Wilkins|location=Philadelphia|isbn=978-1-58255-820-2|page=187|url=http://books.google.com/books?id=NWa4FJv-eBYC&pg=PA447|edition=3rd}}</ref> <br />
ଧୁମ୍ରପାନ, ପ୍ରତିରୋଧ ଅକ୍ଷମତା, ମଦ୍ୟାଶକ୍ତ, ଅବରୋଧକାରୀ ଫୁସଫୁସ୍ ରୋଗ, ପୁରାତନ ବୃକ୍‌କ ରୋଗ ଓ ଯକୃତ ରୋଗ ଇତ୍ୟାଦି ନିମୋନିଆର ବାହକ ରୁପେ ପରିଚିତ । ପ୍ରୋଟୋନ୍ ପମ୍ପ ବିରୋଧକାରୀ ଔଷଧ କିମ୍ଵା ଏଚ୍୨ ପ୍ରତିରୋଧକ ଔଷଧ ଖାଉଥିଲେ ନିମୋନିଆ ହେବା ସମ୍ଭାବନା ବଢିଯାଏ ।<ref>{{cite journal|last=Eom|first=CS|coauthors=Jeon, CY; Lim, JW; Cho, EG; Park, SM; Lee, KS|title=Use of acid-suppressive drugs and risk of pneumonia: a systematic review and meta-analysis|journal=CMAJ : Canadian Medical Association journal = journal de l'Association medicale canadienne|date=22 February 2011 |volume=183|issue=3|pages=310–9|pmid=21173070|doi=10.1503/cmaj.092129|pmc=3042441}}</ref> ଅଧିକ ବୟଷର ଲୋକଙ୍କର ମଧ୍ୟ ନିମୋନିଆ ସମ୍ଭାବନା ଅଧିକ ରହେ ।
=== ଜୀବାଣୁ ===
 
== ଆଧାର ==
"https://or.wikipedia.org/wiki/ନିମୋନିଆ"ରୁ ଅଣାଯାଇଅଛି