"ନିମୋନିଆ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ରୋଗ ନିର୍ଣ୍ଣୟ: ବିଷୟ ଲେଖାଗଲା
୭୩ କ ଧାଡ଼ି:
ଯଦି ବିଶେଷ ଚିହ୍ନ ନାହିଁ ଓ ସ୍ଟେଥୋଦ୍ଵାରା କୌଣସି ଅସ୍ଵାଭାବିକ ଶବ୍ଦ ଶୁଭୁନାହିଁ, ତାହା ହେଲେ ନିମୋନିଆ ସଙ୍କଟପୂର୍ଣ୍ଣ ହୁହେଁ ଓ ବିଶେଷ ପରୀକ୍ଷା ଅନାବଶ୍ୟକ ହୁଏ ।<ref>{{cite journal|last=Saldías|first=F|coauthors=Méndez, JI, Ramírez, D, Díaz, O|title=[Predictive value of history and physical examination for the diagnosis of community-acquired pneumonia in adults: a literature review]|journal=Revista medica de Chile|date=April 2007 |volume=135|issue=4|pages=517–28|pmid=17554463}}</ref> ଡାକ୍ତରଖାନା ଵାର୍ଡରେ ରହିଲେ ବିଭିନ୍ନ ପରୀକ୍ଷା କରାଯାଏ, ଯଥା: ପଲ୍ସ ଅକ୍ସିମେଟ୍ରି, ଛାତି ଏକ୍ସ-ରେ, ରକ୍ତର ସି.ବି.ସି., ସେରମ୍ ଏଲେକ୍ଟ୍ରୋଲାଟ୍, ସି ରିଆକ୍ଟିଭ ପ୍ରୋଟିନ୍ ଓ ଲିଭର ଫଙ୍କସନ୍ ପରୀକ୍ଷା କରାଯାଏ । ଇନ୍‌ଫ୍ଲୁଏଞ୍ଜା ସଦୃଶ ରୋଗ ଗୁଡିକ ଲକ୍ଷଣ/ଚିହ୍ନରୁ ନିର୍ଣ୍ଣୟ କରାଯାଏ କିନ୍ତୁ ଇନଫ୍ଲୁଏଞ୍ଜା ରୋଗ ନିମନ୍ତେ ପରୀକ୍ଷା ଆବଶ୍ୟକ ।<ref name=ILI05>{{cite journal|last=Call|first=SA|coauthors=Vollenweider, MA, Hornung, CA, Simel, DL, McKinney, WP|title=Does this patient have influenza?|journal=JAMA: the Journal of the American Medical Association|date=2005-02-23|volume=293|issue=8|pages=987–97|pmid=15728170|doi=10.1001/jama.293.8.987}}</ref> ଇନ୍‌ଫ୍ଲୁଏଞ୍ଜା ହେଉଥିବା ସ୍ଥାନ ଓ ରାପିଡ୍ ଇନ୍‌ଫ୍ଲୁଏଞ୍ଜା ପରୀକ୍ଷା ଉପରେ ଚିକିତ୍ସା ପର୍ଯ୍ୟବେଶିତ ହୁଏ ।<ref name=ILI05/>
=== ଶାରୀରିକ ପରୀକ୍ଷା ===
ରୋଗୀର ଶାରୀରିକ ପରୀକ୍ଷା କଲେ କମ୍ ରକ୍ତ ଚାପ, ଦୃତ ହୃତ୍‌ପିଣ୍ଡ ଗତି ଓ କମ୍ ଅମ୍ଳଜାନ ସାଚୁରେସନ୍ ଦେଖାଯାଏ । ଶ୍ଵାସ କ୍ରିୟା ହାର ଦୃତ ହୁଏ ଓ ଏହା ଅନ୍ୟ କିଛି ଚିହ୍ନ ଦେଖାଯିବାର ଦିନେ ବା ଦୁଇ ଦିନ ପୂର୍ବରୁ ଦେଖା ଯାଇପାରେ । ଛାତି ପରୀକ୍ଷାରେ କିଛି ଅସାଧାରଣ ଜଣାଯାଏ ନାହିଁ କିନ୍ତୁ ରୋଗାକ୍ରାନ୍ତ ପଟର ଛାତି ଅଳ୍ପ ପ୍ରସାରିତ ହୁଏ । ପ୍ରଦାହ ହୋଇଥିବା ବଡ ଶ୍ଵାସ ନଳୀରେ ବାୟୁ ଗତି କଲା ବେଳେ ଯେଉଁ ଶବ୍ଦ ଉତ୍ପନ୍ନ ହୁଏ ତାହାକୁ ବ୍ରୋଙ୍କିଆଲ ଶ୍ଵାସ(bronchial breathing) କହନ୍ତି ଓ ଏହା ସ୍ଟେଥୋସ୍କୋପ୍ ସାହାଯ୍ୟରେ ଶୁଣାଯାଏ । ପ୍ରଶ୍ଵାସ ନେଲା ବେଳେ ସଂକ୍ରମିତ ଫୁସ୍‌ଫୁସ୍ ଉପର ଛାତି ଉପରେ ଯେଉଁ ଶବ୍ଦ ଶୁଣାଯାଏ ତାହାକୁ କ୍ରାକ୍ଲ୍ ବା ରେଲ୍ସ୍(Rales) କହନ୍ତି । ପର୍‌କସନ୍ କଲେ ଛାତି ଶବ୍ଦ ନିଦା ଲାଗେ । <br />
=== ଇମେଜିଙ୍ଗ ===
 
== ଆଧାର ==
"https://or.wikipedia.org/wiki/ନିମୋନିଆ"ରୁ ଅଣାଯାଇଅଛି