"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Robot: Interwiki standardization; ପ୍ରସାଧନ ବଦଳ |
ଟିକେ ଇଂରାଜୀ ଠିକଣା, ବେଶ-ଆଧାର |
||
୧ କ ଧାଡ଼ି:
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}
{{ଛୋଟ|Chandan Yatra}}
{{Infobox holiday
|holiday_name = ଚନ୍ଦନ ଯାତ୍ରା
Line ୩୫ ⟶ ୩୬:
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ । ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ଵାରା ସୁଶୋଭିତ କରାଯାଇଥାଏ । ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ଵତୀ-->, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି । ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ । ପ୍ରତିମାମାନଙ୍କ ସହ ଚାପଦ୍ଵୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି । ଚାପ ଦ୍ଵୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ।
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ। ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ । ପାଣିରେ ଅବଗାହନ ପରେ ବେଶ କରାଯାଏ ମଦନମୋହନଙ୍କୁ ।
{{div col|2}}
#ଅକ୍ଷୟ
# ବୈଶାଖ ଶୁକ୍ଳ ଚତୁର୍ଥୀ: ହରିଜନ୍ମ ବେଶ
# ବୈଶାଖ ଶୁକ୍ଳ ପଞ୍ଚମୀ: ରାଜାଧିରାଜ ବେଶ
# ବୈଶାଖ ଶୁକ୍ଳ ଷଷ୍ଠୀ: ଖଟଦୋଳି ବେଶ
# ବତ୍ସାହରଣ ବେଶ▼
# ବୈଶାଖ ଶୁକ୍ଳ ସପ୍ତମୀ: ଗୋମତୀ କୃଷ୍ଣ ବେଶ
# ବୈଶାଖ ଶୁକ୍ଳ ଅଷ୍ଟମୀ: ବତ୍ସାଚାରଣ
# ଅର୍ଘାସୁର ବଧ ବେଶ▼
▲# ବୈଶାଖ ଶୁକ୍ଳ ନବମୀ: ବତ୍ସାହରଣ ବେଶ
# ଚକ୍ର ନାରାୟଣ ବେଶ▼
▲# ବୈଶାଖ ଶୁକ୍ଳ ଦଶମୀ: ଅର୍ଘାସୁର ବଧ ବେଶ
▲# ବୈଶାଖ ଶୁକ୍ଳ ଏକାଦଶୀ: ଚକ୍ର ନାରାୟଣ ବେଶ
# ବୈଶାଖ ଶୁକ୍ଳ ଦ୍ଵାଦଶୀ: ନାବକେଳି ବେଶ
# ବୈଶାଖ ଶୁକ୍ଳ ତ୍ରୟୋଦଶୀ: ରାହାସମଣ୍ଡଳି ବେଶ
# କନ୍ଦର୍ପ ରଥ ବେଶ▼
# ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ: (ନୃସିଂହ ଜନ୍ମ ତିଥି)ଏହି ଦିନ ବେଶ କରାଯାଏ ନାହିଁ
# ଷଡ଼ଭୂଜ ଗୌରାଙ୍ଗ ବେଶ▼
▲# ବୈଶାଖ ପୂର୍ଣ୍ଣିମା: କନ୍ଦର୍ପ ରଥ ବେଶ
▲# ବୈଶାଖ କୃଷ୍ଣ ପ୍ରତିପଦା: ଷଡ଼ଭୂଜ ଗୌରାଙ୍ଗ ବେଶ
# ବସ୍ତ୍ରହରଣ ବେଶ▼
# ବୈଶାଖ କୃଷ୍ଣ ଦ୍ଵିତୀୟା: ରଘୁନାଥ ବେଶ
# ବୈଶାଖ କୃଷ୍ଣ ତୃତୀୟା: ଗୋବର୍ଦ୍ଧନ ପୂଜା ବେଶ
# ଗଜ ଉଦ୍ଧାରଣ ବେଶ▼
# ବୈଶାଖ କୃଷ୍ଣ ଚତୁର୍ଥୀ: ଗୋବର୍ଦ୍ଧନ ଧାରଣ ବେଶ
▲# ବୈଶାଖ କୃଷ୍ଣ ପଞ୍ଚମୀ: ବସ୍ତ୍ରହରଣ ବେଶ
# ବୈଶାଖ କୃଷ୍ଣ ଷଷ୍ଠୀ: ଚିନ୍ତାମଣୀ କୃଷ୍ଣ ବେଶ
▲# ବୈଶାଖ କୃଷ୍ଣ ସପ୍ତମୀ: ଗଜ ଉଦ୍ଧାରଣ ବେଶ
# ବୈଶାଖ କୃଷ୍ଣ ଅଷ୍ଟମୀ: କୁଞ୍ଜବିହାରୀ ବେଶ
{{div col end}}
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ । ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ । ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି । ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ । ଦିନ ଚାପ ଗୋଟିଏ ଘେରାରେ ଶେଷ ହେଉଥିବାବେଳେ ରାତ୍ରୀ ଚାପରେ ତିନି ଘେରା ବୁଲାଯିବାର ପରମ୍ପରା ରହିଛି ।
Line ୬୧ ⟶ ୬୫:
====ଭଉଁରୀ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ବାହାର ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ । ପରମ୍ପରା ଅନୁଯାୟୀ ମଦନମୋହନ,
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି । ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ।
|