"ନିମୋନିଆ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ଇତିହାସ: ଲେଖା ଚାଲିଛି
୧୬୫ କ ଧାଡ଼ି:
୨୦୦୮ ମସିହାରେ ୧୫୬ ନିୟୁତ ଲୋକଙ୍କୁ ନିମୋନିଆ ଆକ୍ରମଣ କରିଥିଲା ଓ ତନ୍ମଧ୍ୟରୁ ୧୫୬ ନିୟୁତ କେବଳ ବିକଶିତ ରାଷ୍ଟ୍ରରେ ହୋଇଥିଲା । ଅଧିକ ରୋଗ ହେଉଥିବା ଦେଶମାନଙ୍କର ନାମ ଭାରତ,(୪୩ ନିୟୁତ), ଚୀନ ଓ ପାକିସ୍ଥାନ । ନବଜାତ ଶିଶୁମାନେ ଅଧିକ ଆକ୍ରାନ୍ତ ହୁଅନ୍ତି । ଡବ୍ଲ୍ୟୁ.ଏଚ.ଓ. ଅନୁସାରେ ଶିଶୁମାନଙ୍କ ମଧ୍ୟରେ ପ୍ରତି ୩ଜଣରେ ଜଣେ ନିମୋନିଆ ଯୋଗୁ ମୃତ୍ୟୁ ବରଣ କରେ । ପ୍ରାୟ ଅଧା ରୋଗ ଟିକା ଦ୍ଵାରା ନିବାରଣ କରି ହେବ । <br />
== ଇତିହାସ ==
[[Image:WPA Pneumonia Poster.jpg|thumb|alt=A poster with a shark in the middle of it which reads "Pneumonia Strikes Like a Man Eating Shark Led by its Pilot Fish the Common Cold"|left|[[Works Progress Administration|WPA]] ପୋଷ୍ଟରରେ 'ନିମୋନିଆ ଏକ ମଣିଷମରା ସାର୍କ' ଲେଖାଯାଇଛି, ୧୯୩୬/୧୯୩୭]]
ମାନବ ଇତିହାସରେ ନିମୋନିଆ ଗୋଟିଏ ସାଧାରଣ ରୋଗ<ref name=History03>{{cite book|last=al.]|first=Ralph D. Feigin ... [et|title=Textbook of pediatric infectious diseases|year=2003|publisher=W. B. Saunders|location=Philadelphia|isbn=978-0-7216-9329-3|page=299|edition=5th|url=http://books.google.com/books?id=G6k0tpPMRsIC&pg=PA299}}</ref> । ହିପୋକ୍ରେଟଙ୍କ(ଖ୍ରୀ.ପୂ. ୪୬୦ ରୁ ଖ୍ରୀ.ପୂ. ୩୭୦) ଲିଖିତ ଲକ୍ଷଣ: "ପେରିନିମୋନିଆ ଓ ପ୍ଲୁରା ରୋଗ ଏହି ଭଳି ଲକ୍ଷ କରିବା କଥା: ଯଦି ଜ୍ଵର ତୀବ୍ର ଅଛି, ଯନ୍ତ୍ରଣା ଗୋଟିଏ ପଟରେ ବା ଉଭୟ ପାଖରେ ହେଉଛି, ଯଦି କାଶ ହେଉଛି, କଫ ମାଟିଆ ରଙ୍ଗ ହେଉଛି, ଫେଣ ଯୁକ୍ତ ହେଉଛି । ଯଦି ଶ୍ଵାସ କ୍ରିୟାରେ କଷ୍ଟ ହେଉଛି, ଝାଡା ହେଉନାହିଁ, ପରିସ୍ରା ପତଳା ହେଉଛି, ଝାଳ ବୋହୁଛି ତାହା ହେଲେ ଏହି ରୋଗ ଭଲ ହେବା ସମ୍ଭାବନା କମ ଅଛି"।<ref name=hippo>Hippocrates ''On Acute Diseases'' [[s:On Regimen in Acute Diseases|wikisource link]]</ref>
ଏମ୍ପାଇମା ହୋଇଥିଲେ ପୂଜ ନିଷ୍କାସନ କରିବା କଥା ଲେଖିଥିଲେ । ମେମୋନିଡେସ୍ ଲେଖିଥିଲେ: ତୀବ୍ର ଜର, ପ୍ଲୁରା ଯନ୍ତ୍ରଣା, ଛୋଟ ଓ ଦୃତ ଶ୍ଵାସ କ୍ରିୟା, ନାଡି ଦନ୍ତୁରିତ ଓ କାଶ,<ref name=maimo>Maimonides, ''Fusul Musa'' ("''Pirkei Moshe''").</ref> ଏହି ସମସ୍ତ ନିମୋନିଆର ଲକ୍ଷଣ । ପୁରୁଣା ଲୋକମାନେ ନିମୋନିଆ ରୋଗ ବିଷୟରେ ଜାଣିଥିବା କଥା ହିପୋକ୍ରେଟ ଲେଖିଥିଲେ । ସେତେବେଳେ ଲେଖିଥିବା ଲକ୍ଷଣ ସମୂହ ଆଜିକାଲିର ବର୍ଣ୍ଣନା ସହ ମିଶିଯାଉଛି । <br />
୧୮୭୫ ମସିହାରେ ଏଡ୍‌ଵିନ୍ କ୍ଲେବ୍ ପ୍ରଥମେ ମୃତ ନିମୋନିଆ ରୋଗୀର ଶ୍ଵାସ ନଳୀରେ ଜୀବାଣୁ ଥିବା ଲକ୍ଷ କରିଥିଲେ ।<ref name=klebs>{{cite journal |author=Klebs E |title=Beiträge zur Kenntniss der pathogenen Schistomyceten. VII Die Monadinen |journal=Arch. Exptl. Pathol. Parmakol. |volume=4 |issue=5/6 |pages=40–488 |date=1875-12-10}}</ref> କାର୍ଲ୍ ଫ୍ରିଏଡ୍‌ଲାଣ୍ଡର(୧୮୮୨)<ref name=fried>{{cite journal |author=Friedländer C |title=Über die Schizomyceten bei der acuten fibrösen Pneumonie |journal=Virchow's Arch pathol. Anat. U. Physiol. |volume=87 |issue=2 |pages=319–324 |date=1882-02-04 |doi=10.1007/BF01880516}}</ref> ଓ ଆଲ୍‌ବର୍ଟ ଫ୍ରାଙ୍କେଲ୍(୧୮୮୪)<ref name=fraenkel>{{cite journal |author=Fraenkel A |title=Über die genuine Pneumonie, Verhandlungen des Congress für innere Medicin |journal=Dritter Congress |volume=3 |pages=17–31 |date=1884-04-21}}</ref> ଯଥାକ୍ରମେ ପ୍ରଥମେ କ୍ଲେବସିଲା ଓ ସ୍ଟ୍ରେପ୍ଟୋକୋକସ୍ ଜୀବାଣୁ ଚିହ୍ନି ଥିଲେ । ଫ୍ରିଏଡ୍‌ଲାଣ୍ଡର ପ୍ରଥମେ ଗ୍ରାମ ସ୍ଟେନ୍ ପ୍ରଚଳନ କରିଥିଲେ । କ୍ରିସ୍ଟିଆନ୍ ଗ୍ରାମ୍ ପ୍ରଥମେ ଏହି ସ୍ଟେନ୍ ଦ୍ଵାରା ଜୀବାଣୁ ପୃଥକୀକରଣ କରିଥିଲେ ଓ ଦେଖେଇ ଥିଲେ ନିମୋନିଆ ଏକାଧିକ ଜୀବାଣୁ ଦ୍ଵାରା ହୋଇପାରେ ।<ref name=gram>{{cite journal |author=Gram C |title=Über die isolierte Färbung der Schizomyceten in Schnitt- und Trocken-präparaten |journal=Fortschr. Med |volume=2 |issue=6 |pages=185–9 |date=1884-03-15}}</ref> <br />
 
== ଆଧାର ==
"https://or.wikipedia.org/wiki/ନିମୋନିଆ"ରୁ ଅଣାଯାଇଅଛି